-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରେ ଅପରେସନ ସିନ୍ଦୁର ର ପରାକ୍ରମ ଶୋଭାଯାତ୍ରା, ସେନାବାହିନୀର ପରାକ୍ରମ ଓ ଶୌର୍ଯ୍ୟ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିଛି : ବିଧାୟକ

22-May-2025



କଣ୍ଟାମାଳ(ଜୟକୁମାର ମହାରଣା): ସେନା ବାହିନୀର ପରାକ୍ରମ ଓ ଶୌର୍ଯ୍ୟ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିଛି ବୋଲି ଆଜି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଛକ ଶ୍ରୀରାମ ମନ୍ଦିର ଠାରେ ଅପରେସନ ସିନ୍ଦୁର ର ସଫଳତାକୁ ନେଇ ଅପରାହ୍ନ ୫ଘଣ୍ଟା ସମୟରେ ଆୟୋଜିତ ଏକ ସାଧାରଣ ସଭାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ନିଜ ଅଭିଭାଷଣ ରେ କହିଥିଲେ  l   ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି କେବଳ କଣ୍ଟାମାଳ ନୁହେଁ ଓଡ଼ିଶାର ପ୍ରତ୍ୟେକ ଗାଁରେ ଏହି ଅସୀମ ପରାକ୍ରମର ସିନ୍ଦୁର ଶୋଭାଯାତ୍ରା ହେଉଛି l  ଏହା ଆତଙ୍କବାଦ ବିରୋଧରେ ସରକାରଙ୍କର ଶୂନ୍ୟ ସହନଶୀଳତା ନୀତିକୁ ଦର୍ଶାଉଛି  l ଆମେ ଗର୍ବର ସହିତ କହି ପାରିବା ଯେ ଦେଶ ସୁରକ୍ଷିତ ହାତରେ ଅଛି, କାରଣ ଦେଶର ସୁରକ୍ଷା

ମୋଦୀ ଜୀଙ୍କ ହାତରେ ଅଛି  l ଏହି ଶୋଭାଯାତ୍ରା ଦେଶର ସୀମାନ୍ତ ରେ ଲଢ଼ୁଥିବା ଜାଗ୍ରତ ପ୍ରହରୀ ଭରତୀୟ ସେନା ଙ୍କ ଉଦ୍ଦେଶ୍ୟ ରେ ଉତ୍ସର୍ଗୀକୃତ ବୋଲି ବିଧାୟକ ସେ କହିଥିଲେ। ସଭା ପରେ ବର୍ଷା ଯୋଗୁଁ ବ୍ଲକ ଛକ ଠାରୁ ବାହାରି ସତସଙ୍ଗ ବିହାର ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ବହୁ ସଂଖ୍ୟକ ଲୋକମାନେ ଯୋଗଦେଇ ହାତରେ ତ୍ରିରଙ୍ଗା ପତାକା ଧରି ଜୟ ହିନ୍ଦ, ଭାରତ ମାତା କି ଜୟ ଧ୍ୱନୀରେ ଚାଲି ଚାଲି ଏହି ଯାତ୍ରା ସମ୍ପୂର୍ଣ୍ଣ କରିଥିଲେ।  ପ୍ରତିକୂଳ ପାଗ ସତ୍ତ୍ୱେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା l ଶୋଭାଯାତ୍ରାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କ ସହ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ର,ପୂର୍ବତନ ସଭାପତି ବିପ୍ରଚରଣ ମହାନ୍ତି,୪ନଂ ଜୋନ ଜିଲ୍ଲାପରିଷଦ ସଭ୍ୟ ରାକେଶ ତ୍ରିପାଠୀ, ୨ନଂ ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ,ଯୁବନେତା ଓମ ପ୍ରକାଶ ମିଶ୍ର,ବରିଷ୍ଠ ନେତା ନବୀନ

ମହାପାତ୍ର,କେଦାରନାଥ ସାହୁ, କୃଷ୍ଣ କଅଁର,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଅଟଳ ପ୍ରଧାନ,ମଣ୍ଡଳ ସଭାପତି ଗୋପୀନାଥ କହଁର, ଶୁଭ୍ରାଂଶୁ ଡାଙ୍ଗ,ଶ୍ରୀକାନ୍ତ ଭୋଇ,ଶରତ କର୍ଣ୍ଣ,ନିରଞ୍ଜନ କର୍ଣ୍ଣ, ଅନିଲ ପ୍ରଧାନ,ପିନାକଧର ରଣା, ରାଜୀବ ମିଶ୍ର,ପ୍ରଦୀପ ଦାସ, ଶିବ ଚାଉଳିଆ ସମେତ  ସବୁ ବର୍ଗର ନାଗରିକ,ପ୍ରଶାସନିକ ଅଧିକାରୀ,ପୋଲିସ ବାହିନୀ, ମିଶନ ଶକ୍ତି ମହିଳା,ଅଙ୍ଗନୱାଡି କର୍ମୀ,ଆଶା କର୍ମୀ,ମହିଳା ସ୍ୱୟଂ ସହାୟକ ଗୋଷ୍ଠି,ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି, ପୋଲିସ ପ୍ରଶାସନ ସମେତ କଣ୍ଟାମାଳ ଅଞ୍ଚଳର ଜନସାଧାରଣ ଓ ବିଜେପି କର୍ମକର୍ତ୍ତା ସାମିଲ ହୋଇ ହାତରେ ତ୍ରିରଙ୍ଗା ଧରି କଣ୍ଟାମାଳ ସହର ପରିକ୍ରମା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026

You Might Also Like