-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||     

HOME   ଜିଲ୍ଲା

ମେଦନା ଗ୍ରାମରେ ସତ୍ୟ ସନାତନ ମହିମା ଧର୍ମର ବାନା ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ବିଶ୍ଵ ଶାନ୍ତି ବ୍ରହ୍ମଯଜ୍ଞ ଅନୁଷ୍ଠିତ ।

22-May-2025



ଡାଵୁଗାଁ( ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ଜ଼ିଲ୍ଲା ଡାଵୁଗାଁ ବ୍ଲକ ଅନ୍ତର୍ଗତ ମେଦନା 
ପଞ୍ଚାୟତ ସଦର ମହକୁମା ସ୍ଥିତ ମହିମା ଟୁଙ୍ଗୀ ପରିସରରେ ନିର୍ମାଣ ଚାଲିଥିବା ନୂତନ ବାନା ମନ୍ଦିରର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାପରେ  ଆଜି ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବା ସହିତ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ଅନୁଷ୍ଠିତ ହୋଇଯାଇଛି | ଆୟୋଜିତ ଉକ୍ତ ଧାର୍ମିକ କାର୍ଯ୍ୟକ୍ରମରେ ବକ୍କଳଧାରୀ ବ୍ରହ୍ମଅବଧୂତ ଅନାଦିବାବା , ବ୍ରହ୍ମ ଅବଧୂତ ଡମ୍ବରୁ ବାବା ଏବଂ ବ୍ରହ୍ମ ଅବଧୂତ ରାମଚ଼ନ୍ଦ୍ର ବାବାଙ୍କ ସମେତ ମେଦ ନା ଏବଂ ଆଖପାଖ ପଂଚାୟତ ଓ ବ୍ଲକର ଶତାଧିକ ସାଧୁ ସନ୍ଥ, ବୈରାଗୀ,ଭକ୍ତମାନଙ୍କ ଉପସ୍ଥିତିରେ ନୂତନ ବାନା ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି |ସର୍ବ ପ୍ରଥମେ ସମସ୍ତ ମହିମା ଧର୍ମାବଳମ୍ବି ଏକତ୍ରିତ ହୋଇ  ଏକ ଶୋଭାଯାତ୍ରାରେ ବାହାରି ପବିତ୍ର ନଦୀ କୂଳରୁ ଜଳ ସଂଗ୍ରହ କରି  ମନ୍ଦିର ପିଠରେ ଶୁଭ ଅନୁକୂଳ କଳସ ସ୍ଥାପନ କରାଯାଇଥିଲା।ଆଜି ସଂନ୍ଧ୍ୟାରୁ ଅହରାତ୍ର ବ୍ୟାପି ମହିମା ଧର୍ମା ବଳମ୍ବିମାନଙ୍କ ନାମ ସଂକୀର୍ତନ ସହିତ ଅଖଣ୍ଡ ଦୀପ ଓ ଅଖଣ୍ଡ ବ୍ରହ୍ମ ଧୁନୀ ପ୍ରଜ୍ବଳନ ସହ ଯଜ୍ଞ କାର୍ଯ୍ୟ ସମ୍ପାଦନ ହେବା ନେଇ ସୂଚନା ମିଳିଛି।  ପୂର୍ବତନ ବ୍ଲକ ଚେୟାରମ୍ୟାନ ବଂଶିଧର ମାଝୀ,ପୂର୍ବତନ ସରପଞ୍ଚ ହିରଣ୍ୟ ମାଝୀ ଓ ମେଦନା ଗ୍ରାମର ଗ୍ରାମବାସୀ ଓ ଭକ୍ତବୃନ୍ଦ ମାନଙ୍କ ସହଯୋଗ ରେ ବିଶ୍ୱଶାନ୍ତି ପାଇଁ ଅନୁଷ୍ଠିତ ହୋଇଥିବା ବୈଦିକ ସତ୍ୟସନାତନ ମହିମା ଧର୍ମର ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026

You Might Also Like