-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ମାର୍କେଟ ୟାର୍ଡ ପରିଦର୍ଶନ କଲେ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ସଚିବ

23-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ନେତ୍ରମଣି ପଣ୍ଡା ଗୁରୁବାର ସନ୍ଧ୍ୟା ୬ଘଣ୍ଟା ସମୟରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରସ୍ତାବିତ ରବି ଧାନ କ୍ରୟ ମଣ୍ଡି ପରିଦର୍ଶନ

କରିଛନ୍ତି | ମଣ୍ଡି ମାନଙ୍କର ରହିଥିବା ଭିତ୍ତିଭୂମି, ଚାଷୀ ମାନଙ୍କ ପାଇଁ ଉପଲବ୍ଧ ଥିବା ଆନୁସଙ୍ଗିକ ସୁବିଧା ସୁଯୋଗର ଅନୁଧ୍ୟାନ କରିଥିଲେ | ମିଳିଥିବା ସୂଚନା ଅନୁଯାୟୀ ଶ୍ରୀ ପଣ୍ଡା ବାଉଁଶୁଣୀ, ମନୁପାଲି, ରକସା, ମନମୁଣ୍ଡା ପାକ୍ସର ମଣ୍ଡି ଗୁଡିକ ବୁଲି ଦେଖିଥିଲେ l  ପରିଦର୍ଶନ ସମୟରେ ସମବାୟ ସମିତି ସମୁହର ଉପ ନିବନ୍ଧକ ହାଡ଼ିବନ୍ଧୁ ମହାକୁଡ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନାଥ ହାଁସଦା, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଜାନକୀ ଭୁଷଣ ହାବଡା ସିଂ, ଏସିଏସଓ ପ୍ରିୟ ରଂଜନ ନାଏକ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ସମ୍ପୃକ୍ତ ପାକ୍ସ ସମ୍ପାଦକ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like