-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଅପରେସନ ସିନ୍ଦୁର ର ପରାକ୍ରମ ଶୋଭାଯାତ୍ରା, ସେନାବାହିନୀର ପରାକ୍ରମ ଓ ଶୌର୍ଯ୍ୟ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିଛି : ବିଧାୟକ

23-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ସେନା ବାହିନୀର ପରାକ୍ରମ ଓ ଶୌର୍ଯ୍ୟ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିଛି ବୋଲି ଆଜି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଛକ ଶ୍ରୀରାମ ମନ୍ଦିର ଠାରେ ଅପରେସନ ସିନ୍ଦୁର ର ସଫଳତାକୁ ନେଇ ଅପରାହ୍ନ ୫ଘଣ୍ଟା ସମୟରେ ଆୟୋଜିତ ଏକ ସାଧାରଣ ସଭାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ନିଜ ଅଭିଭାଷଣ ରେ କହିଥିଲେ  l  ଆମେ ଗର୍ବର ସହିତ କହି ପାରିବା ଯେ ଦେଶ ସୁରକ୍ଷିତ ହାତରେ ଅଛି, କାରଣ ଦେଶର ସୁରକ୍ଷା ମୋଦୀ ଜୀଙ୍କ ହାତରେ ଅଛି  l ଏହି ଶୋଭାଯାତ୍ରା ଦେଶର

ସୀମାନ୍ତ ରେ ଲଢ଼ୁଥିବା ଜାଗ୍ରତ ପ୍ରହରୀ ଭରତୀୟ ସେନା ଙ୍କ ଉଦ୍ଦେଶ୍ୟ ରେ ଉତ୍ସର୍ଗୀକୃତ ବୋଲି ବିଧାୟକ ଶ୍ରୀ ଡାଙ୍ଗ କହିଥିଲେ। ସଭା ପରେ ବର୍ଷା ଯୋଗୁଁ ବ୍ଲକ ଛକ ଠାରୁ ବାହାରି ସତସଙ୍ଗ ବିହାର ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ବହୁ ସଂଖ୍ୟକ ଲୋକମାନେ ଯୋଗଦେଇ ହାତରେ ତ୍ରିରଙ୍ଗା ପତାକା ଧରି ଜୟ ହିନ୍ଦ, ଭାରତ ମାତା କି ଜୟ ଧ୍ୱନୀରେ ଚାଲି ଚାଲି ଏହି ଯାତ୍ରା ସମ୍ପୂର୍ଣ୍ଣ କରିଥିଲେ।  ପ୍ରତିକୂଳ ପାଗ ସତ୍ତ୍ୱେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା l ଶୋଭାଯାତ୍ରାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଙ୍କ ସହ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ର,ପୂର୍ବତନ ସଭାପତି ବିପ୍ରଚରଣ ମହାନ୍ତି,୪ନଂ ଜୋନ ଜିଲ୍ଲାପରିଷଦ ସଭ୍ୟ ରାକେଶ ତ୍ରିପାଠୀ, ୨ନଂ ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା

ପ୍ରଧାନ,ଯୁବନେତା ଓମ ପ୍ରକାଶ ମିଶ୍ର,ବରିଷ୍ଠ ନେତା ନବୀନ ମହାପାତ୍ର,କେଦାରନାଥ ସାହୁ, କୃଷ୍ଣ କଅଁର,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଅଟଳ ପ୍ରଧାନ,ମଣ୍ଡଳ ସଭାପତି ଗୋପୀନାଥ କହଁର, ଶୁଭ୍ରାଂଶୁ ଡାଙ୍ଗ,ଶ୍ରୀକାନ୍ତ ଭୋଇ,ଶରତ କର୍ଣ୍ଣ,ନିରଞ୍ଜନ କର୍ଣ୍ଣ, ଅନିଲ ପ୍ରଧାନ,ପିନାକଧର ରଣା, ରାଜୀବ ମିଶ୍ର,ପ୍ରଦୀପ ଦାସ, ଶିବ ଚାଉଳିଆ ସମେତ  ସବୁ ବର୍ଗର ନାଗରିକ,ପ୍ରଶାସନିକ ଅଧିକାରୀ,ପୋଲିସ ବାହିନୀ, ମିଶନ ଶକ୍ତି ମହିଳା,ଅଙ୍ଗନୱାଡି କର୍ମୀ,ଆଶା କର୍ମୀ,ମହିଳା ସ୍ୱୟଂ ସହାୟକ ଗୋଷ୍ଠି,ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି,ବ୍ଲକ ପ୍ରଶାସନରୁ ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଭାରପ୍ରାପ୍ତ ବିଡ଼ିଓ ଧନଞ୍ଜୟ ସାହୁ,ସିଡିପିଓ, ପୋଲିସ ପ୍ରଶାସନ ସମେତ କଣ୍ଟାମାଳ ଅଞ୍ଚଳର ଜନସାଧାରଣ ଓ ବିଜେପି କର୍ମକର୍ତ୍ତା ସାମିଲ ହୋଇ ହାତରେ ତ୍ରିରଙ୍ଗା ଧରି କଣ୍ଟାମାଳ ସହର ପରିକ୍ରମା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like