-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ତୁଷୁରା ତହସିଲଦାରଙ୍କ ଦୁର୍ନୀତି ଚରମ ସୀମାରେ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ କଲେ ବରିଷ୍ଠ ଆଇନଜୀବୀ

23-May-2025



ତୁଷୁରା(ପଞ୍ଚାନନ ନାଏକ) ବଲାଙ୍ଗୀରର ଏକ ପଛୁଆ ବ୍ଲକ ତଥା ନିରୀହ ଆଦିବାସୀମାନଙ୍କ ଅଞ୍ଚଳ ଭାବେ ଗୁଡଭେଲା ବ୍ଲକ ପରିଚିତ। ଏହି ବ୍ଲକର ତହସିଲ ଅଫିସ ତୁଷୁରାରେ ରହିଥିବା ବେଳେ ତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାର୍ଟିଙ୍କ ଦୁର୍ନୀତି ଚରମ ସୀମାରେ ପହଞ୍ଚି ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ କଲେ ବରିଷ୍ଠ ଆଇନଜୀବୀ ଅର୍ତ୍ତତ୍ରାଣ ପୁରୋହିତ। ଏପରିକି ବର୍ତ୍ତମାନ ଦୁର୍ନୀତି ଚରମ ସୀମାରେ ପହଞ୍ଚି ଥିଲେ ମଧ୍ୟ ଭୟରେ ନିରୀହ ଜନତା ଭାଗ୍ୟକୁ ଆଦରି ଚୁପ୍ ରହୁଛନ୍ତି। କିଛି ବର୍ଷ ଆଗରୁ ତୁଷୁରା ତହସିଲ ଅଫିସ ଠାରେ ଦୁର୍ନୀତି ଏବଂ ପିସି କରାବାର ବଢିଥିବାରୁ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ ହୋଇଥିଲା। ଏହା ପରେ ବଲାଙ୍ଗୀର ଜିଲ୍ଲାପାଳ କଠୋର ପଦକ୍ଷେପ ନେବାରୁ ପି. ସି କାରାବାର ବନ୍ଦ ରହିଥିଲା । ଏବେ ତହସିଲଦାର ଭାବେ ଆର୍ତ୍ତତ୍ରାଣ ଥାର୍ଟି ଯୋଗଦାନ କରିବା ପରେ ପୁଣି ଦୁର୍ନୀତି ସହିତ ପିସି କାରବାର ବଢ଼ିଚାଲିଛି। ଖଣିଲୁଟ, ବାଲି ଲୁଟ ସହିତ ପିସି ନ ଦେଲେ ଜମି ରେଜିଷ୍ଟ୍ରେସନ ହେଉନଥିବା ବେଳେ ଜବରଦଖଲ ଉଛେଦରେ ମଧ୍ୟ ଗରିବ ମାନଙ୍କୁ ହଟାଉଥିବା ବେଳେ ଧନୀ ମାନଙ୍କୁ କୋହଳ କରୁଥିବା ଅଭିଯୋଗ ହେଉଛି। ସେହିପରି ଧାନଘରା ର ତେଲ ନଦୀ ପାଖରେ ଖଣିକୁ ଟଙ୍କା ନେଇ ମାଫିଆ ମାନଙ୍କ ହାତରେ ଟେକି ଦେଉଥିବା ନଜିର ରହିଛି । ଏହି ସବୁ ବିଷୟ ଲୋକଲୋଚନରେ ଆସିବା ପରେ ତହସିଲଦାର ନିଜର ଭୁଲ ଲୁଚାଇବା ପାଇଁ ବେଆଇନ ଭାବେ ଅଳ୍ପ ପରିମାଣର ରାଜସ୍ବ ଆଦାୟ କରି ନିରବ ସାଜିଛନ୍ତି। ଏପରିକି ତହସିଲଦାର ମହାଶୟ ଉପନିବନ୍ଧକ ଭାବେ ଅତିରିକ୍ତ ଦାୟିତ୍ବ ଥିବାରୁ ଜମି ରେଜିଷ୍ଟ୍ରେସନ କରିବାକୁ ଆସୁଥିବା ଲୋକମାନଙ୍କ ଠାରୁ ଦଳାଲ ମାଧ୍ୟମରେ ମୋଟା ଅଙ୍କର ଟଙ୍କା ଆଦାୟ କରୁଥିବା ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ଅଫିସ ବହୁ କିରାଣି ୧୨ରୁ ୧୫ ବର୍ଷ ହେଲାଣି ଏହି ଅଫିସରେ ନିଜ ଆଡ୍ଡା ଜମାଇ ରହିଯାଉଥିବାରୁ ଏପରି ସମସ୍ୟା ହେଉ ଥିବା ଶ୍ରା ପୁରୋହିତ ନିଜ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି । ଏନେଇ ତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାର୍ଟିଙ୍କୁ ପଚାରିବାରୁ ଅଭିଯୋଗ ଅସ୍ବୀକାର କରିଥିଲେ। ଏଠାରେ ସୂଚନାଯୋଗ୍ଯ ଯେ, ତୁଷୁରା ତହସିଲଦାରଙ୍କୁ ଉପନିବନ୍ଧକ ଓ ତୁଷୁରା ଏନଏସିର ଅତିରିକ୍ତ ଦାୟିତ୍ବ ଦିଆଯାଇ ଥିବାରୁ ମଧ୍ଯ ଏପରି ସମସ୍ୟା ଉପୁଜିଥିବା ନେଇ ସାଧାରଣରେ ମତପ୍ରକାଶ ପାଉଛି। ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like