-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ

23-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- କୃଷି ବିଜ୍ଞାନ କେନ୍ଦ୍ର, ବରଗଡ଼ ଦ୍ବାରା ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ ଠାରେ ଏକ ତାଲିମ କାର୍ଯ୍ୟକ୍ରମ ଆୟୋଜନ ହୋଇ ଯାଇଛି । ଏଥିରେ କୃଷି ବିଜ୍ଞାନ କେନ୍ଦ୍ର, ବରଗଡ଼ର ଗୃହ ବୈଜ୍ଞାନିକା ଶ୍ରୀମତୀ ସୁଶ୍ରୀତା ସାହୁ ଉପସ୍ଥିତ ରହି ମହିଳା ମାନଙ୍କୁ ଆମ୍ବରୁ ବିଭିନ୍ନ ମୂଲ୍ୟଯୁକ୍ତ ପଦାର୍ଥ ଯଥା-ଆଚାର, ଆମ୍ବଶଡ଼ା,ଆମ୍ବଚୁର ପାଉଡ଼ର, ଆମ୍ବୁଲ/ସ୍କାସ୍ ଓ ଜାମ୍ ଆଦିର ପ୍ରସ୍ତୁତ କରି ବର୍ଷସାରା, ଆମ୍ବର ସଂରକ୍ଷଣ କରିବା ସହିତ ବଜାରରେ ବିକ୍ରିକରି ନିଜର ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ଉପରେ ବିଶେଷ ଗୁରୁତ୍ବରୋପ କରିଥିଲେ । ଏଥିରେ କୃଷି ବିଜ୍ଞାନ କେନ୍ଦ୍ର, ବରଗଡ଼ର କୃଷି ଯାନ୍ତ୍ରୀକ ବୈଜ୍ଞାନିକ ଶ୍ରୀମତୀ ସଂଙ୍ଗମିତ୍ରା ବିଶ୍ୱାଳ ଉପସ୍ଥିତ ରହି ମୂଲ୍ୟ ଯୁକ୍ତ ପଦାର୍ଥର ପଥାକେଜିଙ୍ଗ, ଲେବଲିଙ୍ଗ, ବ୍ରାଣ୍ଡିଂ ସହିତ ବ୍ୟବସାୟିକ ଭିତ୍ତିରେ ପ୍ରକ୍ରିୟା କରଣ ଶିଳ୍ପ ଅନୁଷ୍ଠାନ ପାଇଁ ଆବଶ୍ୟକ ହେଉଥିବା ଯନ୍ତ୍ରପାତି ଉପରେ ବିଶେଷ ଆଲୋକ ପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରଗଡ଼ ବ୍ଳକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବହୁ ମହିଳା ମାନଙ୍କ ସହ ବରଗଡ଼ (ଗ୍ରାମିଣ) ଭଟଲି ଓ ଭେଡେନରୁ ଆସିଥିବା ସୁପର୍ ଭାଇଜର ଅଧିକାରୀ ଯୋଗଦାନ କରି ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ଓ ସଂରକ୍ଷଣ  ସମୟରେ ଉପୁଜୁଥିବା ସମସ୍ୟା ଓ ପଦାର୍ଥ ଗୁଡ଼ିକର ବଜାରି କରଣ ସମ୍ବନ୍ଧିୟ ସମସ୍ୟା ଗୁଡିକ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା।  ସର୍ବଶେଷରେ ବରଗଡ଼ ଜିଲ୍ଲାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣି ବିଭାଗ ଅଧିକାରୀ ଡ଼ଃ ଦିଲ୍ଲିପ କୁମାର ପଣ୍ଡା ତାଲିମ୍ ଶିବିରକୁ ସୁଚାରୁରୂପେ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like