-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||     

HOME   ରାଜ୍ୟ

RTI କର୍ମୀଙ୍କୁ ସୂଚନା ନଦେବା ପଡିଲା ମହଙ୍ଗା : ବାଲେଶ୍ବର ତତ୍କାଳୀନ ଏସ୍‌ପି ନୀତି ଶେଖରଙ୍କୁ ଲକ୍ଷେ ଟଙ୍କା ଜରିମନା

22-Jan-2021



ସୋର (ପ୍ରେରଣା ଖବର ବ୍ୟୁରୋ) : ଆରଟିଆଇ କର୍ମୀଙ୍କୁ ସୂଚନା ନଦେବାରୁ ତତ୍କାଳୀନ ବାଲେଶ୍ବର ଏସପି ନୀତି ଶେଖରଙ୍କୁ ୧ ଲକ୍ଷ ଟଙ୍କା ଜରିମନା କରାଯାଇଛି ।

୨୦୧୬ ମସିହାରେ ସିମୁଳିଆ, ଖଇରା, ସୋର ଥାନାରେ ଏକ କାଳୀନ ୩ ଟି ମାମଲା ଘଟଣାରେ ଭୋଗରାଇ ଅଂଚଳର ସୁବ୍ରତ ବେହେରାଙ୍କୁ ଗିରଫ ଘଟଣାରେ ଆରଟିଆଇ କର୍ମୀ ବନଜା ମଞ୍ଜରୀ ମିଶ୍ର ତତ୍କାଳୀନ ବାଲେଶ୍ବର ଏସପି ନୀତି ଶେଖରଙ୍କୁ ଆରଟିଆଇ ଆକ୍ଟରେ ତଥ୍ୟ ମାଗିଥିଲେ । ତତ୍କାଳୀନ ଏସପି କୌଣସି ତଥ୍ୟ ନଦେବାରୁ ବନଜା ୨୦୧୭ ମସିହାରେ ଭୁବନେଶ୍ବର ରାଜ୍ୟ ସୂଚନା କମିଶନରଙ୍କ ଦ୍ବାରସ୍ଥ ହୋଇଥିଲେ ।
ସୂଚନା କମିଶନର ୧୧ ଗୋଟି ତାରିଖ ରଖିଥିଲେ ମଧ୍ୟ ତତ୍କାଳୀନ ଏସପି ହାଜର ହୋଇନଥିଲେ କିମ୍ବା ସୂଚନା ପ୍ରଦାନ କରି ନ ଥିଲେ । ସେହି ମାମଲାରେ ସୂଚନା କମିଶନର ସୁଶୀଲ କୁମାର ମିଶ୍ର ରାୟର ଶୁଣାଣି କରି ତତ୍କାଳୀନ ବାଲେଶ୍ବର ଏସପି ନୀତି ଶେଖରଙ୍କୁ ଲକ୍ଷେ ଟଙ୍କା ଜରିମନା ଦେବା ସହିତ ୭ଦିନ ମଧ୍ୟରେ ବନଜାଙ୍କୁ ସମସ୍ତ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାୟ ପ୍ରକାଶ ପରେ ବନଜା ନ୍ୟାୟ ପାଇବା ସହିତ କୌଣସି ବ୍ୟକ୍ତି କୌଣସି ଘଟଣାରେ ସୂଚନା ନପାଇଲେ ସୂଚନା କମିଶନରଙ୍କଠାରେ ନ୍ୟାୟ ପାଇବା ପାଇଁ ଆବେଦନ କରିବାକୁ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026

You Might Also Like