-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :

23-May-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲାର ବିକାଶ ଧାରାକୁ ଗତିଶୀଳ କରିବା ତ‌ଥା ରାଜ୍ୟ ସରକାରଙ୍କ ବିକାଶ ନୀତିକୁ ତୃଣ ମୂଳ ସ୍ତରରେ ବ୍ୟବସ୍ଥିତ ପରିଚାଳନା ନିମନ୍ତେ ମାନ୍ୟବର ମନ୍ତ୍ରୀ ଗ୍ରାମ୍ୟ ଉଜ୍ଜୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓଡ଼ିଶା ତଥା ସୁବର୍ଣ୍ଣପୁର ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଦିନିକିଆ ସରକାରୀ ଗସ୍ତରେ ଆସି ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଭଜ୍ଜୟନ ପ୍ରକଳ୍ପର ଭିଭିପ୍ରସ୍ତର ରଖୁବା ସହ ଶୁଭ ଉଦଘାଟନ କରିଛନ୍ତି।ଏହି ପରିପ୍ରେକ୍ଷୀରେ ଉଲୁଣ୍ଡା ବ୍ଲକରେ, ୭ କୋଟି ୯୫ ଲକ୍ଷ ଟଙ୍କା ବ୍ୟୟ ଅନୁମୋଦିତ ନାଏକପଡା-କାପାସିରା-ମୁଣ୍ଡଘାଟ ଭାୟା ପଲାସା ରାସ୍ତା ଉନ୍ନତି ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କରିଥିଲେ  l ବୀରମହାରାଜପୁର ବ୍ଳକର ଚମ୍ପମାଲ ଗ୍ରାମରେ ୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଅଙ୍ଗନବାଡି କେନ୍ଦ୍ରର ଉଦଘାଟନ କରିଥିଲେ l ଏହି ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅଧୀନରେ ପ୍ରାୟ ୨ କୋଟି ୧୯ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୬୩ଟି ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କରି ଥିଲେ l 
ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ବ୍ଲକ ସ୍ତରୀୟ ଆବର୍ଜନା ପୃଥକିକରଣ କେନ୍ଦ୍ରର ଭିଭିପ୍ରସ୍ତର ସ୍ଥାପନ, ବ୍ଳକ ସଦର ମହକୁମା ଗ୍ରାମ ପଞ୍ଚାୟତ ନିମନ୍ତେ ୧୦ ଲକ୍ଷ ଟଙ୍କା ଓ ଅନ୍ୟ ଗ୍ରାମ ପଞ୍ଚାୟତ ପାଇଁ ୩ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଛି l 
ଆବାସ ଯୋଜନାରେ ଶ୍ରୀ ନାୟକ ଚମ୍ପମାଲ ଗ୍ରାମର ବିଟାକାରୀଙ୍କ ଆବାସ ଘର ପରିଦର୍ଶନ ସହ ହିତାଧୁକାରୀଙ୍କ ସହ ଭାବ ବିନିମୟ କରିଥିଲେ I ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ, ବିନିକା ସଦର ମହକୁମାରେ ୧୬ କୋଟି ୪୪ ଲକ୍ଷ ବ୍ୟୟ ଅଟକଳରେ ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି l 
ଉଦ୍ୟୋଗ ଓ ପାନୀୟ ଜଳ କ୍ଷେତ୍ରରେ ଆବଶ୍ୟକ ପରିଚାଳନା ଓ କାର୍ଯ୍ୟନ୍ଵୟନ ପାଇଁ ଚୌଧୁରୀ ଉଦ୍ୟୋଗ ଦ୍ବାରା ବାୟୋ ଡିଗ୍ରେଡ଼ବଲ ପ୍ଲାଷ୍ଟିକ ବ୍ୟାଗ ଉତ୍ପାଦନ କାରଖାନା ପରିଦର୍ଶନ ଓ ଜାମପାଲି ସ୍ଥିତ ପାନୀୟ ଜଳ ବିଶୋଧନାଗାର ପରିଦର୍ଶନ କରିଥିଲେ l 
ମାନ୍ୟବର ମନ୍ତ୍ରୀଙ୍କ ଗସ୍ତ ଅବସରରେ ଜିଲ୍ଲାର ପଞ୍ଚାୟତି ରାଜ ଓ ଗ୍ରାମ୍ୟ ପାନୀୟ ଜଳ ତ‌ଥା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ ଓ ଯନ୍ତ୍ରୀଙ୍କ ଦ୍ବାରା ବିଭାଗୀୟ କାର୍ଯ୍ୟନ୍ଵୟନର ସମୀକ୍ଷା କରି ତୃଣମୂଳ ସ୍ତରରେ ମୌଳିକ ସୁବିଧାର ଭିଭି ଭୂମିକୁ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଛନ୍ତି | ଗସ୍ତର ଏହି ଶୁଭ ଅବସରରେ ମାନ୍ୟବର ମନ୍ତ୍ରୀଙ୍କ ସହ ମାନ୍ୟବର ବିଧାୟକ ବୀରମହାରାଜପୁର ଇଂ ରଘୁନାଥ ଜଗଦଲା, ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଜିଲ୍ଲା ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ବିନୀ ମେହେର, ବିଭାଗୀୟ ବରିଷ୍ଠ ଅଧିକାରୀ, ସମ୍ପୃକ୍ତ ବିଡ଼ିଓ, ଯନ୍ତ୍ରୀ, ସ୍ଥାନୀୟ ନେତୃ ବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ I
ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ନାଏକ ଜିଲ୍ଲାର ବିକାଶ ଧାରାକୁ ଗତିଶୀଳ କରିବା ତଥା ରାଜ୍ୟ ସରକାରଙ୍କ ବିକାଶ ନୀତିକୁ ତୃଣ ମୂଳ ସ୍ତରରେ ବ୍ୟବସ୍ଥିତ ପରିଚାଳନା ସହ ଗୁଣବତ୍ତା ବଜାୟ ପୂର୍ବକ ଯୋଜନାର କାର୍ଯ୍ୟନ୍ଵୟନ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like