-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ

23-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳରେ ସ୍ବାସ୍ଥ୍ୟ ସେବାର ଉନ୍ନତି ଆଣିବା ପାଇଁ ସରକାରଙ୍କ ତରଫରୁ ପଦକ୍ଷେପ ଗ୍ରହଣ କରାଯାଇଛି ।ଏଥି ନିମନ୍ତେ ଆଜି ମାନ୍ୟବର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ଵାରା ବିନିକା ର ପର୍ଯ୍ୟଟନ ସ୍ଥଳୀ ପୁଣ୍ୟପୀଠ ପାପକ୍ଷୟ ରାସ୍ତାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ର ଶିଳାନ୍ୟାସ ହୋଇଛି।ମିଳିଥିବା ସୂଚନା ଅନୁସାରେ ଏହି ଅତ୍ୟାଧୁନିକ ଡାକ୍ତରଖାନା ନିର୍ମାଣ ସକାଶେ ୧୬କୋଟି ୪୪ଲକ୍ଷ ଟଙ୍କା ମଞ୍ଜୁର ହୋଇଛି।ଆଜି ସନ୍ଧ୍ୟାରେ ମାନ୍ୟବର ଗ୍ରାମ୍ୟ ଉନ୍ନୟନ ଓ ପାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଡାକ୍ତରଖାନାର ଶିଳାନ୍ୟାସ କରିଥିଲେ।ଏହି ଅବସରରେ ମାନ୍ୟବର ସାଂସଦ ସଂଗୀତା କୁମାରୀ ସିଂଦେଓ, ବିଧାୟକ ଇଁ ରଘୁନାଥ ଜଗଦଲା,ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ,ଭିଡିଏମ ଡକ୍ତର ପ୍ରଦୀପ ଗୁରୁ,ଏଡିଏମଓ ଡାକ୍ତର ସତ୍ୟନାରାୟଣ ପାଢ଼ୀ,ବିନିକା ଡାକ୍ତରଖାନା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସତ୍ୟନାରାୟଣ ପାଣିଗ୍ରାହୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ବିଜେପି ରାଜନୈତିକ ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।ପରେ ମନ୍ତ୍ରୀ ବିନିକା ନୂଆଁ ବଜାର ସ୍ଥିତ ଚୌଧୁରୀ ଉଦ୍ୟୋଗ ଠରେ ପ୍ଲାଷ୍ଟିକ ବ୍ୟାଗ ଉତ୍ପାଦନ ହେଉଥିବା କମ୍ପାନୀ ପରିଦର୍ଶନ କରିଥିଲେ ।ଏହି ଅବସରରେ ମନ୍ତ୍ରୀଙ୍କୁ ମୁଖ୍ୟ ରାସ୍ତାରେ ଶତାଧିକ ବିଜେପି କର୍ମୀ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।ପରେ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ନାଏକ ଜାମପାଳି ଠାରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପ ପରିଦର୍ଶନରେ ଯାଇ ପାଇପ ଲାଇନ କାମର ଅଗ୍ରଗତି ଦିଗରେ ଟିକିନିଖି ଆଲୋଚନା କରି ତୁରନ୍ତ କାର୍ଯ୍ୟକ୍ଷମ ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like