-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ

23-May-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ ମୁଣ୍ଡୀଗୁଡା ଗ୍ରାମରେ ନିର୍ମାଣଧୀନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ଶୁକ୍ରବାର ଅପରାହ୍ନରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରିଦର୍ଶନ କରିଛନ୍ତି | ଏଥିରେ ନିର୍ମାଣଧୀନ ଗୃହ ର କାର୍ଯ୍ୟ ବୁଲି ଦେଖିବା ସହ ଶୀଘ୍ର କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ | ଏହି ପରିଦର୍ଶନ ସମୟରେ ଜିଲା ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଡାବୁଗାଁ ବିଡିଓ ଶରତ ମାଝି, ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଦାଶ, ବୋରିଗାଁ ମଣ୍ଡଳ  ସଭାପତି ଜଗଦୀଶ ଭତ୍ରା, ବୋରିଗାଁ ମଣ୍ଡଳ ଆଦିବାସୀ ମୋର୍ଚ୍ଚା ସଭାପତି ବିଶ୍ଵନାଥ ମାଝି, ନରୁ ସିଂ, ଓ ଅନ୍ୟ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like