-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି

23-May-2025



ବଲାଙ୍ଗୀର(ପ୍ରେରଣା ଖବର): ଦେଓଗାଁ ବ୍ଲକ ଜରାସିଂହା ଗାଁ ର  ଅବସରପ୍ରାପ୍ତ ଶିକ୍ଷକ ଧବଳେଶ୍ଵର ମେହେରଙ୍କୁ ସାହିତ୍ୟ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ  ଆମେରିକାନ ମେରିଟ କାଉନସିଲ୍ , ୱାଲ୍ଡ ଚାରିଟି ୱେଲଫାୟାର ଫାଉଣ୍ଡେସନ  ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ରେ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି। ଶ୍ରୀଯୁକ୍ତ ମେହେର ଆଗରୁ ଅନେକ ଅନୁଷ୍ଠାନ ତରଫରୁ ସମ୍ମାନ  ପ୍ରାପ୍ତ ହୋଇଛନ୍ତି।ସେ ଜଣେ କବି , ଲେଖକ ସାହିତ୍ୟିକ ଓ ଇତିହାସ ଗବେଷକ ଅଟନ୍ତି। ତାଙ୍କ ପ୍ରକାଶିତ ଲେଖା ପୁସ୍ତକ ମାନେ ହେଲା ନାମ ଭାଗବତ, କବିତା ମଞ୍ଜରୀ , ପେନ୍ଥାଏ କବିତା ,ଆତ୍ମ ପାଠ, ଇତ୍ୟାଦି

କୋଶଲ ଅଞ୍ଚଳ ଇତିହାସ ଓ ମହାଲକ୍ଷ୍ମୀ ପୁରାଣ ଗୀତିନାଟ୍ୟ ମୁକ୍ତି ଅପେକ୍ଷାରେ
ସେ  ଅନେକ ଅନୁଷ୍ଠାନରୁ ସମ୍ମାନୀତ ହୋଇ  
ଉପଢୌକନ ସହ ମାନପତ୍ର ପ୍ରାପ୍ତ ହୋଇ ଅଞ୍ଚଳ ପାଇଁ ଗୌରବ ବହନ କରିଛନ୍ତି ।
ସେ ପାଇଥିବା ସମ୍ମାନ ମଧ୍ୟରୁ ଅନ୍ୟତମ
ସମ୍ମାନ ଗୁଡିକ ହେଲା  ପ୍ରଜ୍ଞାପ୍ରାଣ ସମ୍ମାନ କବି ସୌରଭ ସମ୍ମାନ ,ଶିକ୍ଷାରତ୍ନ ସମ୍ମାନ, ସାରସ୍ବତ ସମ୍ମାନ,କବି ପ୍ରତିଭା ଇତ୍ୟାଦି

ଏ ଖବର ପ୍ରଚାରିତ ହେଲା ପରେ ଶ୍ରୀ ମେହେର ଙ୍କୁ ତାଙ୍କ ବନ୍ଧୁ ପରିଜନଙ୍କ ଠାରୁ
ଶୁଭେଚ୍ଛାର ସୁଅ ଛୁଟିଛି

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like