-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

23-May-2025



(ପରମେଶ୍ୱର ମେହେର)
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ  ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ କୁମାର ବେଉରାଙ୍କ  ସହ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରିଥିଲେ l ସେମାନଙ୍କୁ ସମ୍ବୋଧନ କରି ଜିଲ୍ଲାପାଳ କହିଲେଯେ ନୂଆପଡ଼ାକୁ କୃଷି ପ୍ରଧାନ ଜିଲ୍ଲାରୁ କୃଷି ଉଦ୍ୟୋଗୀ ଜିଲ୍ଲାରେ ରୂପାନ୍ତରିତ କରିବା ପାଇଁ ବିଭାଗ ପଦକ୍ଷେପ ନେଉ l ଉଭୟ ରାଜ୍ଯ ଓ କେନ୍ଦ୍ର ସରକାର କୃଷକ ମାନଙ୍କ ଉନ୍ନତି ପାଇଁ ଯେଉଁସବୁ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି ତାହା ଜିଲ୍ଲାରେ ସଠିକ ଭାବରେ ରୁପାୟନ ହେଉ l ସମନ୍ଵିତ କୃଷି ଉପରେ ଗୁରୁତ୍ଵ ଦେଲେ ଚାଷୀ ମାନେ ଏହାଦ୍ୱାରା ଲାଭବାନ ହେବା ସହିତ ଅନ୍ୟମାନଙ୍କୁ ମଧ୍ଯ କାମ ଯୋଗାଇ ପାରିବେ l ଏହାଦ୍ୱାରା ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପ୍ରଥାର ବିଲୋପ ହୋଇ ପାରିବ l କୃଷି ବିଭାଗ ଗ୍ରହଣ କରିଥିବା ବିଭିନ୍ନ ଯୋଜନା ଓ ସଫଳତାର କାହାଣୀ ପାୱାର୍ ପଏଣ୍ଟ ମାଧ୍ୟମରେ ଉପସ୍ଥାପିତ କରା ଯାଇଥିଲା lଏହି ଅବସରରେ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ସମ୍ମାନିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026

You Might Also Like