-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ

23-May-2025



ବଲାଙ୍ଗିର,- ବଲାଙ୍ଗିର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ଓ ସୋମନାଥ ମିଶ୍ର ସ୍ମୃତି କମିଟି ତରଫରୁ ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତ ବାର୍ଷିକୀ ସଭାପତି ମଦନ ମୋହନ ରଥଙ୍କ ଅଧ୍ୟକ୍ଷତାରେ ଚୁଡାପାଲି ନିକଟସ୍ଥ ବାଂଧନଭାଡି ଗ୍ରାମରେ ପାଳିତ ହୋଇଯାଇଛି । ନିଃସ୍ୱାର୍ଥପର ଜନସେବକ ସମାଜକୁ ଦିଗ ଦର୍ଶନ ଦେଇ ସମାଜର ଉତ୍‌ଥାନ କରିଥାନ୍ତି ଏବଂ ଏପରି ଆଦର୍ଶ ଓ ନିଷ୍ଠାପର ବ୍ୟକ୍ତି କେବେ ମରି ପାରନ୍ତି ନାହିଁ ବୋଲି ମଂଚାସୀନ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ପାର୍ବଣରେ ବାଲ ସାହିତ୍ୟ ପୁରସ୍କାରପ୍ରାପ୍ତ ଡ. ଯୁଗଳ କିଶୋର ଷଡଙ୍ଗୀ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ପଣ୍ଡା ମୁଖ୍ୟବକ୍ତା ଓ ଡ. ପ୍ରେମଚାନ୍ଦ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସ୍ମୃତି କମିଟିର ଆବାହକ କାହ୍ନୁ ଚରଣ ମିଶ୍ର ଶତବାର୍ଷିକୀ ପାଳନର ଅଭିମୁଖ୍ୟ ପ୍ରକାଶ କରିଥିଲେ ।  ସଭାକୁ ପରିଚାଳନା କରିଥିଲେ ସଂପାଦକ ମଧୁ ସାହୁ । ସଭା ଆରମ୍ଭରେ କସ୍ତୁରୀ ରଥ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଏ ଅବସରରେ ଏକ ସ୍ମରଣିକା “ସ୍ମୃତି ରେ ସୋମନାଥ’’ ଉନ୍ମୋଚିତ ହୋଇଥିଲା । ସ୍ମରଣିକାର ସଂପାଦକ କବି ରତ୍ନମୟ ତ୍ରିପାଠୀ ସ୍ମରଣିକା ସମୀକ୍ଷା କରିଥିଲେ ।

ଏ ଉତ୍ସବରେ ବିଶିଷ୍ଟ ଶିକ୍ଷାଦ୍ୟୋଗି ଡ. ଶ୍ରୀକର ମିଶ୍ରଙ୍କୁ ସୋମନାଥ ମିଶ୍ର ସ୍ମୃତି ସମ୍ମାନ ୨୦୨୫ ପ୍ରଦାନ କରାଯାଇଥିଲା । ଉଲ୍ଲେଖନୀୟ କାମ କରିଥିବାରୁ ସୋମନାଥ ମିଶ୍ରଙ୍କ ସମସାମୟିକ ସ୍ୱର୍ଗତ ତେଜରାଜ ବେହେରା, ସ୍ୱର୍ଗତ ନାରାୟଣ ନାଏକ, ସ୍ୱର୍ଗତ ଛେଲିଆ ବିଶ୍ୱାଲ ଓ ଧ୍ରୁବ ଚରଣ ବେହେରାଙ୍କ ମରୋଣତ୍ତର ସମ୍ମାନ ଓ ହାଇଦ୍ରାବାଦ ସ୍ଥିତ ଚା ମିଶନ ସ୍ୱେଚ୍ଛାସେବୀ ଅନୁଷ୍ଠାନକୁ ମଧ୍ୟ ସମ୍ମାନିତ କରାଯାଇଥିଲା । ସଭାରେ ଡ. ନାରାୟଣ ମିଶ୍ର, ବିରଂଚି ନାରାୟଣ ଦାସ, ଧନେଶ୍ୱର ବିଶ୍ୱାଲ ଓ ଉଦୟ ସିଂ ଠାକୁର ମଧ୍ୟ ମତବ୍ୟକ୍ତ କରିଥିଲେ । ହୃଷିକେଶ ପୁରୋହିତ ଏକ ସଂଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ବଲାଙ୍ଗିର ର ଆଦ୍ୟାଶକ୍ତି ନାରୀ ସଂଗଠନ, ଶିଶୁ ବିକାଶ କେନ୍ଦ୍ର ଓ ଅଙ୍କୁର ଶିଶୁ ସାହିତ୍ୟ ସଂଗଠନ ସହଯୋଗ କରିଥିଲେ । ପୂର୍ବରୁ ହୋଇଯାଇଥିବା ଭଜନ, ଛୋଟି ଓ ପୁରାଣ ପଠନର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ସୁନାଧର ବନଛୋର, ସୁରଥ ସାହୁ, ଦୁର୍ଗା ସାହୁ, ପ୍ରଶାନ୍ତ ଷଡଙ୍ଗୀ, ଡ. ଅଶୋକ କୁମାର ସେଠି, ଧୀରେନ୍ଦ୍ର ନାରାୟଣ ସିଂହଦେଓ, ମାଳତି ଉଦ୍‌ଗାତା, ନିହାରିକା ମିଶ୍ର, ଶାନ୍ତନୁ ମିଶ୍ର, ଅର୍ଚ୍ଚନା ମିଶ୍ର, ବିନି ମିଶ୍ର, ଶ୍ରୀୟା ମିଶ୍ର, ପ୍ରକାଶ ରଂଜନ ମିଶ୍ର, ଝସକେତନ ମିଶ୍ର ଓ ମିଶ୍ର ପରିବାର ସହଯୋଗ କରିଥିଲେ । ଶେଷରେ ପୂଜ୍ୟପୂଜା ସଂଗଠନର ସଭାପତି କେଶବ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like