-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ସୋନପୁର ରେ କସ୍ମୋ ବଜାର ର ଶୁଭ ଉଦ୍ଘାଟନ*- *ଗ୍ରାହକ ଙ୍କ ପ୍ରବଳ ଭିଡ଼* -

24-May-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଏସ ବି ଆଇ ରୋଡ ରେ ନୂତନ ଶୋ ରୁମ୍ କୋଷ୍ମୋ ବଜାର ଉଦ୍ଘାଟିତ ହୋଇ ଯାଇଛି l ଏହି ବଜାର କୁ ସ୍ଥାନୀୟ ହାଉସ ଓନର୍ ଙ୍କ ସମେତ ପ୍ରୋଜେକ୍ଟ ହେଡ୍ ଦୁର୍ଗା ଦାଶ ଚକ୍ରବର୍ତ୍ତୀ ଶୁଭ ଉଦ୍ଘାଟନ କରିଥିବା ବେଳେ କୋଶ୍ମୋ ବଜାର ପ୍ରୋପାଇଟର ଗଣେଶ କୁମାର, ପ୍ରୋଜେକ୍ଟ ଡାଇରେକ୍ଟର ଅମନ ବାଙ୍କା, ଶୋ ରୁମ ମ୍ୟାନେଜର ରଞ୍ଜିତ ବିଶ୍ଵାଳ, ସହକାରୀ ମ୍ୟାନେଜର ପ୍ରଶାନ୍ତ ନନ୍ଦ, ସେଣ୍ଟ୍ରାଲ ଏକ୍ସିକୁଟିଭ ସନ୍ତୁ ଘାନା ଉପସ୍ଥିତ ଥିଲେ l ଓଡ଼ିଶା ର ବିଭିନ୍ନ ବଡ ସହର ରେ  ୧୬ ଗୋଟି ଏହି ବଜାର ର ଶୋ ରୁମ ଥିବା ବେଳେ ସର୍ବ ଭାରତୀୟ ସ୍ତରରେ ବଡ ସହର ଓ ସିଟି ମାନଙ୍କ ରେ ୬୮ ଗୋଟି ଶୋ ରୁମ ଖୁବ୍ ମାର୍କେଟ ଜମାଇ ଥିବା ବିଷୟ ସୂଚନା ମିଳିଛି l ଏହି ବଜାର ରେ ସମସ୍ତ ବୟସ ଲୋକ ଙ୍କ ପାଇଁ ଅତ୍ୟାଧୁନିକ ଡ୍ରେସ୍ ସାମଗ୍ରୀ, କସ୍ମେଟିକ ଓ ଡେଲି ନିଡ୍ସ ଉପଲବ୍ଧ ଥିବା ବେଳେ ୭୯ ଟଙ୍କା ଠୁଁ ଆରମ୍ଭ କରି ହଜାର ଟଙ୍କା ଯାଏଁ ସମସ୍ତ ପ୍ରକାରର ସାମଗ୍ରୀ ଏଠାରେ ସୁଲଭ ମୂଲ୍ୟରେ ମିଳୁଥିବାରୁ ପ୍ରଥମ ଦିନ ରୁ ଗ୍ରାହକ ଙ୍କ ପ୍ରବଳ ଭିଡ଼  ଦେଖିବାକୁ ମିଳିଛି l ଏହି ବଜାର ଟି ବସଷ୍ଟାଣ୍ଡ ନିକଟରେ ଥିବା ରୁ ଓ ସମସ୍ତ ବର୍ଗ ର ଲୋକ ଙ୍କୁ ସୁହାଇଲା ଭଳି ପ୍ରତ୍ୟେକ ଜିନିଷ ର ଦାମ ଥିବାରୁ ଆଗକୁ ଖୁବ ମାର୍କେଟ ନେବ ବୋଲି କମ୍ପାନୀ ହେଡ ଆଶା ବ୍ୟକ୍ତ କରିଛନ୍ତି l ପ୍ରତ୍ୟେକ ୫୦୦ ଟଙ୍କା ମାର୍କେଟିଂ ରେ ଗ୍ରାହକ ଙ୍କୁ ଗୋଟେ ଲେଖାଏଁ ଲଟେରୀ କୁପନ ଦିଆ ଯାଉଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like