-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||     

HOME   ଜିଲ୍ଲା

ଖବର ସଂଗ୍ରହ ବେଳେ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀକୁ ତୁରନ୍ତ କରିବାକୁ ଦାବି କଲା ଷ୍ଟେଟ୍ ୟୁନିୟନ୍ ଅଫ୍ ଜର୍ଣ୍ଣାଲିଷ୍ଟ

24-May-2025



ବଲାଙ୍ଗୀରରୁ ଚିତ୍ରସେନ ବେହେରାଙ୍କ ରିପୋର୍ଟ 

ଭିଜୁଆଲ ମିଡିଆ'ବଡଖବର'  ବଲାଙ୍ଗୀର ଜିଲ୍ଲା ପ୍ରତିନିଧି ବିଜୟ ପ୍ରଧାନଙ୍କ ଉପରେ କିଛି ଗୁଣ୍ଡା ଶ୍ରେଣୀୟ ଠିକାଦାରଙ୍କ ଆକ୍ରମଣ ବିରୁଦ୍ଧରେ ଆଜି ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ, ବଲାଙ୍ଗୀର ଶାଖା ଓ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବଲାଙ୍ଗୀର ଏସ୍ ପି ଙ୍କୁ ପୃଥକ ଭାବରେ ଦାବିପତ୍ର ପ୍ରଦାନ କରାଯାଇଛି l 

ଏସ୍.ପି ଙ୍କ ଅନୁପସ୍ଥିତି ରେ ଏଡ଼ିସନାଲ୍ ଏସ୍.ପି ଆଲୋକ ଜେନା ଏହି ଦାବିପତ୍ର ଗ୍ରହଣ କରିଥିଲେ l ସୂଚନାରୁ ପ୍ରକାଶ ଯେ, ଗତକାଲି ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା କୁଲଥିପାଲି ଗାଁ ରେ ଏକ ଗାର୍ଡ ୱାଲ୍ କାମରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ଖବର ସଂଗ୍ରହ କରିବା ପାଇଁ  ସେହି ଗାଁ କୁ ଯାଇଥିଲେ ବିଜୟ ପ୍ରଧାନ l ଘଟଣାସ୍ଥଳରେ ଭିଡିଓ ଉତ୍ତୋଳନ କରୁଥିବା ସମୟରେ ସମ୍ପୃକ୍ତ କାମରେ ନିୟୋଜିତ ଠିକାଦାର ଗଜେନ୍ଦ୍ର ଦଲେଇ ଓ କିଛି ଗୁଣ୍ଡା ଶ୍ରେଣୀୟ ଲୋକ ସାମ୍ବାଦିକ ବିଜୟ ପ୍ରଧାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ l ଏପରିକି ସାମ୍ବାଦିକ ଶ୍ରୀ ପ୍ରଧାନଙ୍କ ହାତ ବାନ୍ଧି ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ କରିଥିଲେ l ବିଜୟ ଙ୍କୁ ନିସ୍ତୁକ ମାଡ ମାରିବା ସହ ଆଗକୁ ଏପରି ଖବର କଲେ ତାଙ୍କ ଓ ତାଙ୍କ ପରିବାରକୁ ଜୀବନରେ ମାରିଦେବା ପାଇଁ ଧମକ ମଧ୍ଯ ଦେଇଥିଲେ l ଏନେଇ ଗତକାଲି ସାମ୍ବାଦିକ ବିଜୟ ପ୍ରଧାନ ପୁଇଁତଳା ଥାନାରେ ଅଭିଯୋଗ କରିଥିବା ବେଳେ ଦୋଷୀ ଠିକାଦାରଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନେ ଏସ୍ ପି ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ l ପରେ ଏଡ଼ିସନାଲ୍ ଏସ୍. ପି

ଆଲୋକ ଜେନା ସାମ୍ବାଦିକ ମାନଙ୍କୁ ବୁଝାସୁଝା କରି ଦାବିପତ୍ର ଗ୍ରହଣ କରିବା ସହ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ସାମ୍ବାଦିକ ମାନେ ଧାରଣାରୁ ଓହ୍ଲାଇ ଥିଲେ l ଏହି ଦାବିପତ୍ର ପ୍ରଦାନ ସମୟରେ ଏସ୍ ୟୁ ଜେ ବଲାଙ୍ଗୀର ଶାଖାର ସଭାପତି ଶରତ ମହାକୁର, ସମ୍ପାଦକ ରଘୁ ନନ୍ଦନ ସିଂହ, ଏସ୍ ୟୁ ଜେ ରାଜ୍ୟ ଉପସଭାପତି ମହେନ୍ଦ୍ର ଦର୍ଜି, ରାଜ୍ୟ ଉପଦେଷ୍ଟା ଗୋପବନ୍ଧୁ ସତପଥୀ, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ, ବଲରାମ ମିଶ୍ର, ଆନନ୍ଦ ସାହୁ,  ଶେଖ ମହମ୍ମଦ ୱାହିଦ, ରାଧାକୃଷ୍ଣ ମିଶ୍ର, ଚିତ୍ରସେନ ବେହେରା, ପବନ ବଂଶଲ, ସାନୁଜ ମିଶ୍ର, ବଣ୍ଟି ମିଶ୍ର, ମହେନ୍ଦ୍ର ପ୍ରଧାନ, ଗୁପ୍ତେଶ୍ଵର ପୃଷ୍ଟି ନୂତନ ମିଶ୍ର, ସଚିଦାନନ୍ଦ ବଗର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026

You Might Also Like