-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ବିଜେପି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କାର୍ଯ୍ୟକ୍ରମ

24-May-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ନବରଙ୍ଗପୁର ସ୍ଥିତ ଶ୍ରୀ ସାଇ କଲ୍ୟାଣ ମଣ୍ଡପ ରେ ମୁଖ୍ୟମନ୍ତ୍ରୀ  ଧନ୍ୟବାଦ କାର୍ଯ୍ୟକ୍ରମ କରାଯାଇଛି। ଏହି ଅବସରରେ ଧାନ କୁଈଣ୍ଟାଲ୍ ପିଛା ତିନି ହଜାର ଏକ ଶହ କରି, ରାଜ୍ୟ ସରକାର  ଚାଷୀ ଙ୍କ ମନରେ ହସ ଫୁଟେଇ ଥିବା ଯୋଗୁଁ  ନବରଙ୍ଗପୁର ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝି ଙ୍କୁ ଧନ୍ୟବାଦ ପ୍ରଦାନ କରା ଯାଉଛି।  ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭତ୍ରା, ପୂର୍ବତନ ସାଂସଦ ପର୍ଶୁରାମ ମାଝୀ,  ଜିଲ୍ଲା ବିଜେପି ସଭାପତି କୁଞ୍ଜବିହାରୀ ଦାଶ, ରାଜ୍ୟ ସଂପାଦକ ରମେଶ ଚନ୍ଦ୍ର ସାହୁ, ପୂର୍ବତନ ଜିଲା ସଭାପତି ଝାଡେଶ୍ବର ଖାଡଙ୍ଗା ଓ  ଜଗଦୀଶ ବିଶୟୀ, ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ପୁଲିନ ପୂହାନ, ସଂପାଦକ ବିକ୍ରମ କେଶରୀ ରାଉତରାୟ, ରାଜ୍ୟ କୃଷକ ମୋର୍ଚ୍ଚା  ସ୍ବତନ୍ତ୍ର ନିମନ୍ତ୍ରିତ ସଭ୍ୟ ଜୟନ୍ତ କୁମାର ପାତ୍ର, କାର୍ଯ୍ୟକାରିଣୀ ସଭ୍ୟ ଜଗଦୀଶ କଲାର, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ସନା ମାଝୀ, ବରିଷ୍ଠ ନେତା ନାରାୟଣ ପାତ୍ର ,  ରମାପତୀ ବିଷୟୀ ପ୍ରମୁଖ ମଞ୍ଚାସିନ ଥିଲେ। ଅନ୍ୟ ପ୍ରମୁଖ ବ୍ୟକ୍ତି ସନାତନ ତ୍ରିପାଠୀ, ଜେ ରାଜଶେଖର ରାଓ, ମୃତ୍ୟୁଞ୍ଜୟ ଦାଶ,  କିଶୋରୀ ପଟ୍ଟନାୟକ, ଗୀତାଞ୍ଜଳୀ ମହାପାତ୍ର, ସ୍ୱାଗତିକା ସାମନ୍ତରାୟ, ଲକ୍ଷ୍ମୀ ଜାନୀ, ହରି ପାଣିଗ୍ରାହୀ, ହରି ମୋହନ ଶର୍ମା,  ମନ୍ଦିର ନାୟକ, କ୍ଷେତ୍ର ମୋହନ ପାତ୍ର,  ଜ୍ୟୋତି ବେନିଆ, ଅସ୍ତମା ଗୌଡ, ବାବୁଲା ଦାଶ, କୃଷ୍ଣ ଭତ୍ରା, ବିରେନ୍ଦ୍ର ପୂଜାରୀ,  ରଞ୍ଜିତ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ରେ ହଜାର ରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like