-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ରାଜ୍ୟ

ପ୍ରଫେସର ଏ.କେ ଦାସମହାପାତ୍ର ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର ନୂଆ କୁଳପତି

22-Jan-2021



ସମ୍ବଲପୁର (ପ୍ରେରଣା ଖବର): ସମ୍ବଲପୁର ବିଶ୍ବବିଦ୍ୟାଳୟର ପରିଚିତ ମୁହଁ, ବାଣିଜ୍ୟ ପ୍ରବନ୍ଧନ ବିଭାଗର ବରିଷ୍ଠତମ ପ୍ରଫେସର୍ ଅର୍କ କେଶରୀ ଦାସମହାପାତ୍ର ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ (ଓସୁ)ର ନୂଆ କୁଳପତି ନିଯୁକ୍ତ ହୋଇଛନ୍ତି। ଗୁରୁବାର ଏହି ବିଶ୍ବବିଦ୍ୟାଳୟ ପାଇଁ ଚୂଡ଼ାନ୍ତ ଦୌଡ଼ରେ ଥିବା ତିନି ପ୍ରଫେସର୍‌ଙ୍କ ସାକ୍ଷାତକାର ନେବା ପରେ କୁଳାଧିପତି ତଥା ରାଜ୍ୟପାଳ ପ୍ର. ଗଣେଶୀ ଲାଲ୍‌ କୁଳପତି ଭାବେ ପ୍ରଫେସର୍‌ ଦାସମହାପାତ୍ରଙ୍କ ନାମ ଘୋଷଣା କରିଛନ୍ତି। ତାଙ୍କୁ ତିନି ବର୍ଷ ପାଇଁ ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ପଦରେ ନିଯୁକ୍ତି ଦିଆଯାଇଛି। ପ୍ର. ଦାସମହାପାତ୍ର ବର୍ତ୍ତମାନ ସମ୍ବଲପୁର ବିଶ୍ବବିଦ୍ୟାଳୟର ପିଜି କାଉନ୍‌ସିଲ୍ ଅଧ୍ୟକ୍ଷ ଅଛନ୍ତି। ସେ ବିଭିନ୍ନ ସମୟରେ ବିଶ୍ବବିଦ୍ୟାଳୟର ଭାରପ୍ରାପ୍ତ କୁଳପତି, ୟୁଜିସି ମାନବ ସମ୍ବଳ ବିକାଶ କେନ୍ଦ୍ର ଓ ଜନଜ‌ାତି ଅଧ୍ୟୟନ ଜାତୀୟ ସଂଶାଧନ କେନ୍ଦ୍ରର ନିର୍ଦ୍ଦେଶକ, ଦୂର ନିରନ୍ତର ଶିକ୍ଷା କେନ୍ଦ୍ରର ନିର୍ଦ୍ଦେଶକ, ଡିନ୍‌, ବିତ୍ତ ନିୟନ୍ତ୍ରକ, ସିନେଟ୍‌, ସିଣ୍ଡିକେଟ୍ ଓ ଏକାଡେମିକ୍‌ କାଉନ୍‌ସିଲ୍‌ ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କମିଟିର ସଦସ୍ୟ, ବାଣିଜ୍ୟ ପ୍ରବନ୍ଧନ ବିଭାଗର ମୁଖ୍ୟ ଭାବେ ସଫଳତାର କାର୍ଯ୍ୟ କରିଛନ୍ତି। ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ୧୯୬୩ ମସିହାରେ ଜନ୍ମିତ ପ୍ର. ଦାସମହାପାତ୍ର ଉତ୍କଳ ବିଶ୍ବବିଦ୍ୟାଳୟ ବାଣିଜ୍ୟ ବିଭାଗରୁ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ପାଇଥିଲେ। ସେ ସେଠାରୁ ଫାଇନାନ୍‌ସରେ ପିଏଚ୍‌ଡି ଡିଗ୍ରି ହାସଲ କରିଥିଲାବେଳେ ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ଏମ୍‌ଫିଲ୍‌ ଓ ଡିଲିଟ୍ ଉପାଧି ହାସଲ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like