-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଡିନାମାଇଟ ବିଷ୍ପୋରଣ ଯୁବକ ଗୁରୁତର; କେଉଁଠି ହେଲା ଡିନାମାଇଟ ବିଷ୍ପୋରଣ ଜମିରେ ନା ନଦୀ ରେ

24-May-2025



ବୌଦ୍ଧ(ଦେବବ୍ରତ ଦାସ ଙ୍କ ରିପୋର୍ଟ) ଡିନାମାଇଟ ବିସ୍ପୋରଣ ବେଳେ ଅଘଟଣ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ କୁସାଶିଙ୍ଗା ଗ୍ରାମର ସଚ୍ଚିଦାନନ୍ଦ ମହାକୁଡ ଗୁରୁତର ।ଡିନାମାଇଟ ବିସ୍ପୋରଣ ରେ ସଚ୍ଚିଦାନନ୍ଦ ଙ୍କ ହାତ ଓ ମୁଣ୍ଡ ରେ ଲାଗିଛି ଗଭୀର ଆଘାତ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ହରଭଙ୍ଗା ପରେ ବୌଦ୍ଧ ଅବସ୍ଥା ଅଧିକ ସଂକଟାପର୍ଣ୍ଣ ହେବା ରୁ କଟକ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି । ସୂଚନାମୁତାବକ ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ କୁସାଶିଙ୍ଗା ଗ୍ରାମର ସଚ୍ଚିଦାନନ୍ଦ ମହାକୁଡ । ନିଜ ଜମିରେ ମଧ୍ୟରେ ଥିବା ଏକ ପଥର କୁ ଡିନାମାଇଟ ଲଗାଇ ବେଆଇନ ଭାବେ ବିସ୍ପୋରଣ କରୁଥିଲେ । ଡିନାମାଇଟ ବିସ୍ପୋରଣ ବେଳେ ଅସାବଧାନତା ଯୋଗୁଁ ଡିନାମାଇଟ ଟି ସଚ୍ଚିଦାନନ୍ଦ ଙ୍କ ହାତରେ ଫୁଟି ଯାଇଥିଲା ।ଫଳରେ ତାଙ୍କ ହାତ ପାପୁଲି କଟି ଯାଇଥିବା ବେଳେ ମୁଣ୍ଡ ରେ ଲାଗିଥିଲା ଗଭୀର ଆଘାତ । ପରିବାର ଲୋକେ ତାଙ୍କୁ ପ୍ରଥମେ ହରଭଙ୍ଗା ଓ ପରେ ବୋୖଦ୍ଧ ମେଡ଼ିକାଲ ରେ ଭର୍ତ୍ତି କରିଥିଲେ କିନ୍ତୁ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ମେଡ଼ିକାଲ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି । ଏବେ ଅପଳ୍ପକେ ସଚିତାନନ୍ଦ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି । ସେପଟେ ମହାନଦୀ ରୁ ମାଛ ମାରିବା ପାଇଁ ସଚ୍ଚିଦାନନ୍ଦ ଆଜି ମଧ୍ୟାହ୍ନ ସମୟରେ

ନଦୀ କୁ ଯାଇ ବେଆଇନ ଭାବେ ଡିନାମାଇଟ ଲଗାଇ ବିସ୍ପୋରଣ କରୁଥିଲେ । ହଠାତ ସେତିକି ବେଳେ ଅସବଧାନ କାରଣରୁ ହାତରେ ଡିନାମାଇଟ ବିଷ୍ପୋରଣ ହୋଇଯାଇଥିଲା ବୋଲି ସ୍ଥାନୀୟ କୁସାଶିଙ୍ଗା ଗ୍ରାମବାସୀଙ୍କ ପକ୍ଷରୁ ସୂଚନା ମିଳିଛି । ଏଠି ବଡ ପ୍ରଶ୍ନ ଯେ ସଚ୍ଚିଦାନନ୍ଦ ଡିନାମାଇଟ ଭଳି ବିସ୍ପୋରକ ସାମଗ୍ରୀ ପାଇଲେ କେଉଁଠୁ ।  ଡିନାମାଇଟ ବିସ୍ପୋରଣ ନଜାଣି ବିଷ୍ପୋରଣ କରୁଥିଲେ କାହିଁକି । ସଚ୍ଚିଦାନନ୍ଦ କେଉଁଠି ବିଷ୍ପୋରଣ କରୁଥିଲେ । ନଦୀ ରେ ମାଛ ମାରିବା ପାଇଁ ନା ଜମି ରେ ପଥର ଫଟାଇବା ପାଇଁ ଏହା ଏବେ ତଦନ୍ତ ସାପେକ୍ଷ । ଅନ୍ୟପଟେ ବଜାରରେ ବେଆଇନ ଭାବେ ମିଳୁଥିବା ଡିନାମାଇଟ ଭଳି ବିଷ୍ପୋରକ ସାମଗ୍ରୀ ଉପରେ ରୋକ ଲଗାଇବା ସହ ଦୋକାନ ଗୁଡିକରେ ହରଭଙ୍ଗା ପୋଲିସ ପକ୍ଷରୁ ତଦନ୍ତ କରି ରେଡ଼ କରିବାର ଆବଶ୍ୟକ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like