-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ବିନା ସୁଚନା ଫଲକରେ ଚାଲିଛି ଲକ୍ଷାଧିକ ଟଙ୍କାର କାମ।

25-May-2025



ସିନାପାଲି  (ଚିନ୍ତାମଣି ନେତାମ)ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖରସେଲ ପଂଚାୟତ  ବୈଗାପଡା ଗ୍ରାମରେ ନୂତନ ଭାବେ ଦେବୀଗୁଡ଼ି କାର୍ଯ୍ୟ  ଚାଲିଥିବା ବେଳେ ବିନା ସୁଚନା ଫଲକରେ ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣାପଡିଛି। ସରକାର ଙ୍କ ନିୟମ ଅନୁସାରେ ଯେଉଁ ଠାରେ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି, ସେଠାରେ ପ୍ରଶାସନ ପକ୍ଷରୁ ସୁଚନା ଫଲକ ଲଗାଇବା ବାଧ୍ଯତାମୁଲକ ରହିଛି। କିନ୍ତୁ ଏହା ସିନାପାଲି ବ୍ଲକ  ଖରସେଲ ପଂଚାୟତ  ବୈଗାପଡାରେ  ଦେବୀ ଗୁଡ଼ି ନିର୍ମାଣ ହେଉଥିବା କାମରେ ବ୍ୟତିକ୍ରମ ଦେଖିବାକୁ ମିଲିଛି। ପ୍ରକାଶ ଯେ  ଗ୍ରାମର ଦେବୀ ଗୁଡ଼ି ମରାମତି କାର୍ଯ୍ୟ ପାଇଁ ଲକ୍ଷାଧିକ ଟଙ୍କା ରେ ନୂତନ ଭାବେ କାର୍ଯ୍ୟ ହେଉଥିବା ବେଳେ  ତାହା  ଅତି ନିମ୍ନମାନର କାମ ହୋଇଛି  l ହେଲେ ସେଠାରେ କୌଣସି ସୁଚନା ଫଲକ ଲଗାଯାଇନାହି। ଯାହା ଫଳ ରେ ଏହି କାମ କେଉଁ ପାଣ୍ଠି ବିନିଯୋଗ ରେ କରାଯାଉଛି। ଏବଂ କେବେ ଆରମ୍ଭ ହେଲା କେବେ ଶେଷ ହେବ, କେଉଁ ଠିକାଦାର ଦ୍ୱାରା କରାଯାଉଛି କେତେ ଲକ୍ଷ ଟଙ୍କା ଅଟକଲ ମୁଲ୍ଯ ର କାମ ତାହା ଜଣାପଡୁନଥିବାରୁ ଜନସାଧାରଣ ରେ ଅସନ୍ତୁଷ୍ଟ ପ୍ରକାଶ ପାଉଛି। ଏଭଳି  କାମରେ ଆରମ୍ଭ ରୁ ସୁଚନା ଫଲକ ନଥିବାରୁ ଉକ୍ତ କାର୍ଯ୍ୟ କୁ ନେଇ ବିଭିନ୍ନ ପ୍ରଶ୍ନ ସ୍ରୁଷ୍ଟି କରୁଥିବା ବେଳେ ଏହି କାମରେ ଅନିୟମିତତା ହେଉଥିବା ଜନସାଧାରଣ ରେ ସନ୍ଦେହ ମନେ ହେଉଥିବା ବୁଦ୍ଧିଜୀବୀ ମହଲରେ ପ୍ରକାଶ ପାଉଛି  l ଏନେଇ ଅଧିକ ସୁଚନା ପାଇଁ ବିଭାଗୀୟ    ଜେଇ  ପର୍ଶୁରାମ କୋନ ହାର କୁ ମୋବାଇଲ୍ ଫୋନ ଯୋଗେ ଯୋଗାଯୋଗ କରିଥିବାରୁ ଯୋଗାଯୋଗ ହୋଇପାରିଲା ନାହିଁ  l  ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୁଷ୍ଟିଦେଇ  ଉଚିତ୍ ପଦକ୍ଷେପ ଗ୍ରହଣ କରିବାକୁ   ସାଧାରଣ ରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like