-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ସିବିଏସଇ ପରିକ୍ଷା ଫଳକୁ ନେଇ ଦ୍ୱନ୍ଦ,,,,, ମଙ୍ଗଲବାର ତକ୍ ଦେଖମୁଁ,ନିହେଲେ ଫେର୍ ବସମୁଁ-ଛାତ୍ରଛାତ୍ରୀ

25-May-2025



ବରଗଡ଼:- (ନିରଞ୍ଜନ ତ୍ରିପାଠୀ)
ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର ଛଅଟି ବିଦ୍ୟାଳୟର ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ପ୍ରଭାବିତ ଛାତ୍ରଛାତ୍ରୀମାନେ ତା ୨୪.୦୫.୨୦୨୫ରିଖ ସକାଳ ୧୦ ଘଟିକାରେ ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଆରମ୍ଭ କରିଥିଲେ । କିନ୍ତୁ ମଙ୍ଗଳବାର ଦିନ ଫଳ ପ୍ରକାଶ ପାଇବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିଶ୍ରୁତି ଦେବାରୁ ଛାତ୍ରଛାତ୍ରୀ ମାନେ ଅନଶନକୁ ସ୍ଥଗିତ ରଖୁଛନ୍ତି । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷାବୋର୍ଡ(ସିବିଏସଇ) ପରିଚାଳିତ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ସାରା ଦେଶରେ ଗତ ୧୩ ତାରିଖରେ ପ୍ରକାଶିତ ହୋଇଥିବା ବେଳେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ୧୧୮୫ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷାଫଳ ଏ ପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ। ପଦ୍ମପୁର, ପାଇକମାଲ, ଗାଇସିଲେଟ ଓ ସୋହେଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହିତ ପଦ୍ମପୁରର ଜେନିଥ ଗୁରୁକୂଳ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲ ଆଦି ୬ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ଏହି ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ମାନସିକ ଦୁଃଶ୍ଚିନ୍ତାରେ ଅଛନ୍ତି। ପରୀକ୍ଷା ଫଳ ପ୍ରକାଶ ପାଇଲା ଦିନ ଏହି ୬ ବିଦ୍ୟାଳୟର ପରୀକ୍ଷା ଫଳ ପରବର୍ତ୍ତୀ ସମୟରେ ପ୍ରକାଶ ପାଇବ ବୋଲି ଉଲ୍ଲେଖ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ ଏଗାର ଦିନ ବିତି ସାରିଥିଲେ ମଧ୍ୟ ଫଳ ପ୍ରକାଶ ପାଇନାହିଁ । ଏହି ଅଭିଭାବକମାନେ କେନ୍ଦ୍ରୀୟ ମାଧ୍ଯମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ, ବରଗଡ଼ ସାଂସଦ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏ ସମ୍ପର୍କରେ ଅବଗତ କରି ଆସୁଥିଲେ ମଧ୍ୟ କିଛି ଲାଭ ମିଳିଲା ନାହିଁ। ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ  ସିବିଏସଇକୁ ଲିଖୂତ ଅନୁରୋଧ  ମଧ୍ୟ କରି ସାରିଛନ୍ତି । ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧୂକାରୀ ଏ ଦିଗରେ କୌଣସି ପଦକ୍ଷେପ ନେଇ ପାରୁନାହାନ୍ତି। ତେଣୁ ଏହି ୬ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଅନ୍ୟ ହତୋତ୍ସାହିତ ହୋଇ  ଶେଷରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗତକାଲିଠାରୁ  ଆମରଣ ଅନଶନରେ ବସିଥିଲେ। ଆନ୍ଦୋଳନ ସ୍ଥଳକୁ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଆସି ସେମାନଙ୍କୁ ସମର୍ଥନ ଜଣାଇଥିଲେ। ଏହି ୬ଟି ବିଦ୍ୟାଳୟର ଅଭିଭାବକମାନେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଏ ସମ୍ପର୍କରେ ଲିଖୁତ ଅନୁରୋଧ କରିଥିଲେ । ରାଜ୍ୟସଭା ସଦସ୍ୟ ଶ୍ରୀ ବିଶି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟକୁ ଚିଠି ଲେଖି ଏହି ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଆଖି ଆଗରେ ରଖି ସେମାନଙ୍କ ପରୀକ୍ଷାଫଳ ଶୀଘ୍ର ପ୍ରକାଶନ ଦିଗରେ ପଦକ୍ଷେପ ନେବାକୁ ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ବାବଦରେ ଆଲୋଚନା କରିବା ପାଇଁ ଛାତ୍ର ଛାତ୍ରୀଙ୍କ ଏକ ପ୍ରତିନିଧି ମଣ୍ଡଳୀକୁ ସମ୍ବଲପୁରକୁ ଡାକିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ  ସମ୍ବଲପୁରରେ ଅଭିଭାବକ ଓ ଛାତ୍ର ଆଲୋଚନା କରିଥିଲେ। ମନ୍ତ୍ରୀ ଆସନ୍ତା ମଙ୍ଗଳବାର ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ତେଣୁ ଅଭିଭାବକ ଓ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଆଲୋଚନା ହୋଇ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ ଅନଶନ କୁ ସ୍ଥଗିତ କରାଯାଇଛି। ଫଳାଫଳ ପ୍ରକାଶ ନହେଲେ ପୁଣି ବୁଧବାରରୁ ଆନ୍ଦୋଳନ ହେବ ବୋଲି ଛାତ୍ରଛାତ୍ରୀ ମାନେ ଦୃଢ଼ତା ର ସହ ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like