-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

*ଲାଞ୍ଜିଆଗୁଡା ରେ ବୈଦିକ ସତ୍ୟ ସନାତନ ମହିମା ଧର୍ମର ମନ୍ଦିର ପ୍ରତିଷ୍ଠା ଓ ବିଶ୍ଵ ଶାନ୍ତି ନାମ ଯଜ୍ଞ ଅନୁଷ୍ଠିତ*

25-May-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାଵୁଗାଁ ବ୍ଲକ ଅନ୍ତର୍ଗତ ଲାଞ୍ଜିଆ ଗୁଡ଼ାରେ ଵିଶ୍ଵ ଶାନ୍ତି ମୈତ୍ରୀ ପାଇଁ ବୈଦିକ ସତ୍ୟ ସନାତନ ମହିମା ଧର୍ମ  ବ୍ରହ୍ମ ଅବଧୂତ ରାମଚ଼ନ୍ଦ୍ର ବାବା, ସାଧୁ ଗଙ୍ଗାଦାସ ବାବା,ଯଦୁମଣି ବାବା,ଧନୁର୍ଜୟ ବାବା, ରାମ ଦାସ ବାବା  ଓ ଦୀକ୍ଷିତ ଭକ୍ତଙ୍କ ସମାଗମରେ ବକ୍କଳଧାରୀ ବ୍ରହ୍ମଅବଧୂତ ଅନାଦିବାବା , ଡମ୍ବରୁ ବାବା, ରାମଚ଼ନ୍ଦ୍ର ବାବା  ମନ୍ଦିର ପ୍ରତିଷ୍ଠା ପାଇଁ ଆଜି ୧୦ଘଣ୍ଟା ସମୟରେ ପବିତ୍ର ନଦୀ କୂଳରୁ ଜଳ ସଂଗ୍ରହ ସହ ମନ୍ଦିର ପୀଠରେ ଶୁଭ ଅନୁକୂଳ କଳସ ସ୍ଥାପନ କରାଯାଇଥିଲା।ଆଜି ସଂନ୍ଧ୍ୟାରୁ ଅହରାତ୍ର ବ୍ୟାପି ମହିମା ଧର୍ମ ର ନାମ ଧ୍ବନିରେ ଘିଅ ସମର୍ପଣ ସହ ଯଜ୍ଞ କାର୍ଯ୍ୟ ସମ୍ପାଦନ ହେବ।ବୈଦିକ ସତ୍ୟ ସନାତନ ମହିମା ଧର୍ମର ରାମଚନ୍ଦ୍ର ବାବାଙ୍କ ଆନୁକୁଲ୍ୟ ରେ ବାବା ମାନଙ୍କ ଦ୍ୱାରା  ମନ୍ଦିର ପ୍ରତିଷ୍ଠା ଓ ବିଶ୍ୱଶାନ୍ତି ମହାଯଜ୍ଞ ରେ ଯୋଗଦେଇ ମାନବ ସମାଜକୁ ସତ ଚିନ୍ତନ ର  ଧାର୍ମିକ ଭାବନା ଉଦ୍ରେକ ପାଇଁ ସମାଜ ସେବି  ଶିକ୍ଷକ ବାବୁଲାଲ ସାଗର ଯୋଗଦାନ କରି   ସତ୍ୟ ସନାତନ  ଧର୍ମର ଶ୍ରେଷ୍ଠ ପୁସ୍ତକ ଭାଗବତ ଗୀତା ପ୍ରଦାନ କରି ମାନବ ସମାଜର ପ୍ରତିଟି ମଣିଷ   ଜ୍ଞାନ ଆହରଣ କରି ସତ ପଥ ର ନିଆରା  ମଣିଷ ହେବାକୁ ବକ୍ତବ୍ୟ  ଦେଇଥିଲେ।  ଅତିଥି  ଙ୍କ ପାଇଁ ଶ୍ରୀ ଅନ୍ନ ମାଣ୍ଡିଆ ଯାଉ ଓ ଆମ୍ବିଳା , ଅନ୍ନ ସମସ୍ତଙ୍କ ମନରେ ସ୍ୱାସ୍ଥ୍ୟ କର ଖାଦ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଗାଁର ଖଗପତି ମାଝୀ, ବାବୁଲା ମାଝୀ ପ୍ରମୁଖ ଗ୍ରାମବାସୀ ଓ ଭକ୍ତ ମାନଙ୍କ ପ୍ରୟାସରେ ବିଶ୍ୱଶାନ୍ତି ପାଇଁ ବୈଦିକ ସତ୍ୟସନାତନ ମହିମା ଧର୍ମର  ବାବା ମାନଙ୍କ ଦ୍ବାରା ମନ୍ଦିର ପ୍ରତିଷ୍ଠା ଓ ଯଜ୍ଞ କାର୍ଯ୍ୟ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like