-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ତୁଷୁରାରେ ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର ଉଦଘାଟିତ

25-May-2025



ଗୁଡଭେଲା/ତୁଷୁରା(ପଞ୍ଚାନନ ନାଏକ): ତୁଷୁରା ମାରୱାଡି ଯୁବାମଞ୍ଚ ଓ ଜାଗୃତି ଶାଖାର ଆନୁକୂଲ୍ୟରେ ଶ୍ରୀ ମହାବୀର ବିକଳାଙ୍ଗ ସହାୟତା ସମିତି, ରାଞ୍ଚିର ମିଳିତ ତତ୍ତ୍ବାବଧାନରେ ବଲାଙ୍ଗୀର ଜିଲ୍ଲା ତୁଷୁରା ଅଗ୍ରସେନ ଭବନ ଠାରେ ରବିବାର ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର ଉଦଘାଟିତ ହୋଇ ଯାଇଛି। ଏହି ଶିବରକୁ ବଲାଙ୍ଗୀର ଗାୟତ୍ରୀ ଶକ୍ତିପୀଠର

ସଂପାଦକ ଡା ସୁରେଶ କୁମାର ସଡଙ୍ଗୀ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ମାରୱାଡି ଯୁବାମଞ୍ଚର ସଂସ୍ଥାପକ ଓ ଉପାଧ୍ୟକ୍ଷ ବିଷ୍ଣୁ ପ୍ରସାଦ କେଡିଆ ମୁଖ୍ଯ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମଣ୍ଡଳ ଉପାଧ୍ୟକ୍ଷ ବିକାଶ କେଡିଆ

ସଭାପତିତ୍ବ କରିଥିବା ବେଳେ ଜାଗୃତି ଶାଖାର ସଭାନେତ୍ରୀ ମଞ୍ଜୁ କେଡିଆ ମଞ୍ଚାସୀନ ଥିଲେ । ମାରୱାଡି ଯୁବାମଞ୍ଚର ସଭାପତି ରୋହିତ ଅଗ୍ରୱାଲ ମଞ୍ଚ ପରିଚାଳନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଶିବିରରେ ୪୫ଜଣ ଭିନ୍ନକ୍ଷମ ରେଜିଷ୍ଟ୍ରେସନ କରିଥିବା ବେଳେ ସମସ୍ତଙ୍କୁ ଆବଶ୍ୟକୀୟ ଯନ୍ତ୍ରପାତି, ସାମଗ୍ରୀ ପ୍ରଦାନ କରାଯାଇଥିଲା। ଏହି ଶିବିର ସୋମବାର ପର୍ଯ୍ୟନ୍ତ ଚାଳିବ ବୋଳି ଆଯୋଜକ କମିଟି ପକ୍ଷରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like