-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

୧୧ କେଭି ବିଦ୍ୟୁତ୍‌ ତାର ଆଘାତରେ ମାଈ ହାତୀର ମୃତ୍ୟୁ

22-Jan-2021



ଯୁଯୁମୁରା ପ୍ରେରଣା ଖବର): ୨୦୨୦ ଶେଷ ମାସ ଅର୍ଥାତ ଡିସେମ୍ବରରେ ଟ୍ରେନ୍‌ ଧକ୍କାରେ ଦୁଇଟି ଦନ୍ତା ହାତୀର ମୃତ୍ୟୁ ହୋଇଥିଲା। ୨୦୨୧ର ପ୍ରଥମ ମାସରେ ବିଦ୍ୟୁତ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ହୋଇଛି। ଏହି ଘଟଣା ଘଟିଛି ସମ୍ବଲପୁର ବନଖଣ୍ଡ ସଦର ବନାଞ୍ଚଳ ଯୁଯୁମୁରା ସେକ୍‌ସନ୍‌ ଅଧୀନ କଂସର ଜଙ୍ଗଲରେ। ଗୁରୁବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ହାତୀର ବୟସ ୧୫ରୁ ୨୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ ହାତୀଟି ବାଉଁଶ ଗଛ ଭାଙ୍ଗି ଖାଉଥିବା ବେଳେ ଜଙ୍ଗଲ ଦେଇ ହାତୀବାରିରୁ ଯୁଯୁମୁରା ଯାଇଥିବା ୧୧ କେଭି ତାର ଉପରେ ଡାଳ ପଡ଼ିଥିଲା। ଫଳରେ ବିଦ୍ୟୁତ୍‌ ତାର ତଳକୁ ନଇଁ ଯାଇଥିଲା। ହାତୀଟି ଡାଳ ଖାଇ ଆଗକୁ ଯାଉଥିବା ବେଳେ ଏହି ତାର ସଂସ୍ପର୍ଶରେ ଆସିଥିଲା। ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଯାଇଥିଲା। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଖବରପାଇ ଡିଏଫ୍‌ଓ ଡା. ସଂଜୀବ କୁମାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଶୁକ୍ରବାର ହାତୀର ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ କରାଯିବ ବୋଲି ଜଙ୍ଗଲ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଜଙ୍ଗଲ ଭିତରେ କେତେ ତଳେ ୧୧ କେଭି ତାର ଯାଇଥିଲା ଯେ ହାତୀ ଏହାର ସଂସ୍ପର୍ଶରେ ଆସିବାରୁ ତାର ମୃତ୍ୟୁ ହେଲା, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାରଟି ଯଦି  ତଳେ ଯାଇଥିବ ତେବେ ତାହା ଅନ୍ୟ ହାତୀ ଓ ଜଙ୍ଗଲୀ ପ୍ରାଣୀଙ୍କ ପ୍ରତି ବିପଦ ସୃଷ୍ଟି କାରିପାରେ ବୋଲି ମତପ୍ରକାଶ ପାଇଛି। ତୁରନ୍ତ ବିଦ୍ୟୁତ୍‌ ଓ ବନ ବଭାଗ ପକ୍ଷରୁ ସ୍ଥିତି ଅନୁଧ୍ୟାନ କରାଯାଇ କେତେ ତଳେ ବିଦ୍ୟୁତ ତାର ଯାଇଛି ତାହା ସ୍ପଷ୍ଟ କରାଯିବା ଦରକାର ବୋଲି ଦାବି ହୋଇଛି। ସେହିପରି ପରବର୍ତ୍ତୀ ସମୟରେ ବିଦ୍ୟୁତ୍‌ ତାର ଯୋଗୁଁ ଯେପରି ହାତୀମାନଙ୍କ ପ୍ରାଣ ନଯାଏ ସେଥିପ୍ରତି ଗୁରୁତ୍ବ ଦେବାକୁ କୁହାଯାଇଛି। ସୂଚନାଯୋଗ୍ୟ ଯେ ଗତବର୍ଷ ଡିସେମ୍ବର ମାସ ୨୧ ତାରିଖରେ ଏହି ରେଞ୍ଜ ଅଧୀନରେ ମାନେଶ୍ବର ଓ ହାତୀବାରି ରେଳ ଷ୍ଟେସନ୍‌ ମଧ୍ୟରେ ପୁରୀ-ଅହମ୍ମଦାବାଦ୍‌ ଏକ୍ସପ୍ରେସ୍‌ ଧକ୍କାରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା। ସେହି ମାସ ୫ ତାରିଖରେ ଗଡ଼ଗଡ଼ବାହାଲ ଓଭରବ୍ରିଜ୍‌ ନିକଟରେ ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ୍‌ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା।

 


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like