-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଧାନ ଅମଳ ବେଳେ ଦାଉ ସାଧିଲା କାଳବୈଶାଖୀ ବର୍ଷା,ଚାଷୀ କ୍ଷତିଗ୍ରସ୍ତ

26-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦୁନିଆକୁ ଆହର ଯୋଗାଉଥିବା ଚାଷୀ ମୁଣ୍ଡରେ ଚଡ଼କ ପଶିଛି।ଠିକ ଅମଳ ବେଳେ ଦାଉ ସାଜିଛି କାଳବୈଶାଖୀ ବର୍ଷା ।ପ୍ରାକୃତିକ ବିପର୍ଯ୍ୟୟରେ ସମ୍ଭୁଖିନ ଚାଷୀ ଏଥର ଚାଷରେ ଭଲ ଉତ୍ପାଦନ କରିବାର ଆଶାନେଇ ଦିନରାତି ହାଡ଼ଭଙ୍ଗା ପରିଶ୍ରମ କରି ଚାଷ କରିଥିଲା ହେଲେ ଠିକ ଅମଳ ବେଳେ କାଳବୈଶାଖୀ ବର୍ଷା ଚାଷୀର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଅମଳ ଧାନ ବର୍ଷାରେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଉପୁଜିଛି ।କେତେକ ଚାଷୀଙ୍କ ଧାନ ବର୍ତ୍ତମାନ ପର୍ଯ୍ୟନ୍ତ କଟା ନହୋଇ ଜମିରେ ରହିଥିବା  ବେଳେ ଆଉ କେତେକ ଚାଷୀଙ୍କ କଟା ଧାନପେଟା ଚାଷ ଜମିରେ ରହି ବର୍ଷା ପାଣିରେ ଧୋଇ ହୋଇ ଯାଇଛି।ଫଳରେ ଯଦି ଆଉ ୩/୪ଦିନ ବର୍ଷା ପାଣିରେ ରୁହେ ତେବେ କଟା ଧାନ ସମ୍ପୂର୍ଣ୍ଣ ନଷ୍ଟ ହେବାସହ ଗଜା ସୃଷ୍ଟି କରିବ ବୋଲି ଆଶଙ୍କା ପ୍ରକାଶ ପାଇଛି।ଅନ୍ୟପକ୍ଷରେ କେତେକ ଚାଷୀ ଜମିରୁ କଟା ଧାନ ଆଣିଥିଲେ ମଧ୍ୟ ସ୍ଥାନ ଅଭାବ ଓ ବର୍ଷା ଲାଗି ରହିଥିବାରୁ ତାହା ଶୁଖାଇବାରେ ସମସ୍ୟା ଦେଖାଦେଇଛି ।ବାଧ୍ୟ ହୋଇ ଚାଷୀ ବର୍ଷାକୁ ଖାତିର ନକରି କଟା ଧାନର ରକ୍ଷା ନେଇ ତାଳପନି ସହାୟତାରେ ଘୋଡେଇ ରଖିଛି ।ବିଗତ ବର୍ଷ ମାନଙ୍କ ଅପେକ୍ଷା ଚଳିତ ରବି ଋତୁରେ ସମ୍ପ୍ରତି ବିନିକା ବ୍ଲକ ଅଞ୍ଚଳରେ ଭଲ ଧାନ ଫସଲ ହୋଇଥିଲା ।ଧାନକୁ ମଣ୍ଡିରେ ବିକ୍ରି କରି ବେଶ ଦି ପଇସା ରୋଜଗାର ହେବ ଏବଂ ସାହୁକାରରୁ ଆଣିଥିବା କରଜ ପରିଶୋଧ କରିବ ବୋଲି ଚାଷୀ ଆଶା ରଖିଥିଲା ହେଲେ କାଳବୈଶାଖୀ ବର୍ଷା ଚାଷୀ ମାନଙ୍କର ସବୁ ଆଶାକୁ ଭାଙ୍ଗି ଦେଇଛି। ଏଭଳି ପରିସ୍ଥିତିରେ ଓଦା ଧାନକୁ ନେଇ କଟଣି ଛଟଣୀ ଓ ମକ୍ସଚର୍ ପରିମାଣ ବେଶି ବାହାରିବାର ସମ୍ଭାବନା ରହିଛି । ସେହିପରି ପନିପରିବା ଚାଷରେ ମଧ୍ୟ ବ୍ୟାପକ କ୍ଷତି ଘଟିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like