-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ମରଣାତ୍ମକ ଆକ୍ରମଣର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି କୋଠର ଦଣ୍ଡ ସହ ସାମ୍ବାଦିକ ସୁରକ୍ଷା ଆଇନ କାର୍ଯ୍ୟକାରୀ ଦାବୀ ନେଇ ବିନିକା ସାମ୍ବାଦିକ ସଂଘ ତରଫରୁ ଦାବିପତ୍ର ପ୍ରଦାନ

26-May-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବଲାଙ୍ଗିର ଜିଲ୍ଲାର ଜଣେ କର୍ତ୍ତବ୍ୟରତ ସାମ୍ବାଦିକ ବିଜୟ ପ୍ରଧାନ ପୁଇନ୍ତଲା କୁଲଥିପାଲି ଗାଁକୁ ଯାଇ ଦୁର୍ନୀତି ଖବର ସଂଗ୍ରହ କରୁଥିବା ବେଳେ ଦୁର୍ନୀତିଗ୍ରସ୍ତ ଠିକାଦାର ସହ ତାଙ୍କର ସାଥି ମାନେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ହାତ ଗୋଡ ବାନ୍ଧି ମାଡ଼ ମାରିଥିଲେ । ଏହା ସହିତ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ  ।ଘଟଣା ଘଟିବାର ୩ଦିନ ପୂର୍ବରୁ ଏନେଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ଥାନାରେ ମାମଲା ରୁଜୁ ହୋଇଥିଲା ହେଲେ ପୋଲିସ କାହାକୁ ବି ଗିରଫ କରିନଥିଲା ।ଦିନକୁ ଦିନ ଘଟଣା ଜଟିଳ ହେବାପରେ ଏବଂ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପୋଲିସ ବାଧ୍ୟ ହୋଇ ଏହି ଘଟଣାରେ ସଂଶ୍ଲିଷ୍ଟ ୪ଜଣଙ୍କୁ ଆଜି ଗିରଫ କରିଛି।ହେଲେ ମୁଖ୍ୟ ଅଭିଯୁକ୍ତ ଅଦ୍ୟାବଧି ଗିରଫ ହୋଇନାହିଁ।ତୁରନ୍ତ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବା ସହିତ ତାର ଉପରେ ଦୃଢରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିନିକା ସାମ୍ବାଦିକ ସଂଘର କର୍ମକର୍ତ୍ତା ମାନେ ଆଜି ମଧ୍ୟାହ୍ନରେ ବିନିକା ଥାନାକୁ ଆସି ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀଙ୍କ ଜରିଆରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ସାମ୍ବାଦିକ ମାନେ ସତ୍ୟ ଘଟଣା ଉନ୍ମୋଚନ କଲେ କିଛି ଦୁର୍ନୀତି ଗ୍ରସ୍ତ ବ୍ୟକ୍ତି ବିଶେଷଙ୍କୁ ବାଧୁଛି ।ଯାହା ଫଳରେ କି ସେହି ବ୍ୟକ୍ତି ମାନେ ହିଂସ୍ର ରୂପ ଧାରଣା କରି ସାମ୍ବାଦିକଙ୍କ ଉପରେ ମରଣାତ୍ମକ ଆକ୍ରମଣ କରୁଛନ୍ତି ।ତେଣୁ ସାମ୍ବାଦିକଙ୍କୁ ମାଡ଼ ମାରିଥିବା ବ୍ୟକ୍ତି ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ସାମ୍ବାଦିକ ମାନଙ୍କ ସୁରକ୍ଷା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ କୁ କାର୍ଯ୍ୟକାରୀ କରିବା ଦିଗରେ ପଦକ୍ଷେପ ନେବାକୁ ସଂଘର  କର୍ମକର୍ତ୍ତା ମାନେ ଦାବୀ କରିଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସଂଘର ସଭାପତି ସୃଜନ କୁମାର ପଣ୍ଡା,ଉପ ସଭାପତି ଅଶୋକ କୁମାର ପଣ୍ଡା,ଶାନ୍ତନୁ ପଣ୍ଡା,ଦଧିବାମନ ନାୟକ,ମିଥୁନ ବାରିକ,ରାମ ଗୋପାଳ ବାଘ,ପ୍ରତାପ କର୍ଣ୍ଣ,ମାଗିରାମ ଭୋଇ,ଜିତେନ୍ଦ୍ର ଥାଟି ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like