-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂସ୍କୃତ ସମ୍ଭାଷଣ ଉଦଯାପିତ    (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣାଗ୍ରସ୍ତ କାରରୁ ଦେଶୀ ବନ୍ଧୁକ ମିଳିବା ଘଟଣାରେ ଏସପିଙ୍କ ତଦନ୍ତ ଆରମ୍ଭ

26-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଦୁର୍ଘଟଣାଗ୍ରସ୍ତ କାରରୁ ଦେଶୀ ବନ୍ଧୁକ ମିଳିବା ଘଟଣାକୁ ନେଇ  ସୁବର୍ଣ୍ଣପୁର ଏସପିଙ୍କ ତଦନ୍ତ ଆରମ୍ଭ । ସୋନପୁର-ସମ୍ବଲପୁର ରାସ୍ତାର ମାଟିଖାଇ ନୂଆଁ ବସ୍ତି ନିକଟରେ ଗତକାଲି ରାତିରେ ଏକ ଫରଚୁନର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ଜଣେ ନାବାଳକ ସମେତ ମୋଟ ତିନିଜଣ ଗୁରୁତର ହୋଇଥିଲେ ।ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଉଲୁଣ୍ଡା ଓ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଦୁର୍ଘଟଣାଗ୍ରସ୍ତ କାରରୁ ଏକ ଦେଶୀ ବନ୍ଧୁକ ସହ କିଛି ଜୀବନ୍ତ ଗୁଳି ଉଦ୍ଧାର ହୋଇଥିଲେ । ଉଦ୍ଧାର ଦେଶୀ ବନ୍ଧୁକ କେଉଁଠୁ ଆସିଥିଲା । କାହିଁକି ଏବଂ କେଉଁ ଉଦ୍ଦେଶ୍ୟରେ କାରରେ ଯାଉଥିବା ଲୋକମାନେ ଏହି ବନ୍ଧୁକକୁ ନେଇ ଯାଉଥିଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା । ଘଟଣାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରୟଣ ନାୟକ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ ଆରମ୍ଭ କରିଛନ୍ତି । ତେବେ ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡିବ । ତେବେ ତଦନ୍ତ ଜାରୀ ରହିଥିବାରୁ ଏନେଇ ପୋଲିସ ପ୍ରତିକ୍ରୀୟା ମିଳିପାରିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂସ୍କୃତ ସମ୍ଭାଷଣ ଉଦଯାପିତ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like