-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ସାଂସଦ ପ୍ରଦୀପ ପୁରୋହିତଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଲିଖିତ ଉତ୍ତର

27-May-2025



ବରଗଡ(ପ୍ରେରଣା ଖବର): ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପ୍ରଶ୍ନର ଉତ୍ତର ରଖିଲେ କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର କୁମାର । ଲୋକସଭାରେ ଗତ ମାର୍ଚ୍ଚ ୨୬ ତାରିଖରେ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ ପ୍ରଦୀପ ପୁରୋହିତ । ଯାହାର ଲିଖିତ ଉତ୍ତର ରଖିଛନ୍ତି ଡଃ ବୀରେନ୍ଦ୍ର କୁମାର । ରାଜ୍ୟରେ ନକଲି ମଦ କାରବାର ବନ୍ଦ କରିବାକୁ ନେଇ ବରଗଡ ସାଂସଦଙ୍କ ଦ୍ୱାରା ଉଠା ଯାଇଥିବା ପ୍ରଶ୍ନର ଜବାବରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଂଶକ୍ତିକରଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ନକଲି ନିଶା କାରବାର ବନ୍ଦ ଏବଂ ନିୟନ୍ତ୍ରଣ କରିବା ନେଇ

ଗତ ରୁଲ୍-୩୭୭ ଆଧାରରେ ଉଠାଯାଇଥିବା ପ୍ରସଙ୍ଗକୁ ମନ୍ତ୍ରାଳୟ ଗୁରୁତର ସହ ନେଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟ ତଥା ଦେଶରେ ନକଲି ମଦ ବନ୍ଦ କରିବା ସମ୍ପର୍କରେ ସାଂସଦ ଯେଉଁ ଉଦବେଗ ପ୍ରକାଶ କରିଛନ୍ତି ତାହା ଭାରତ ସରକାରଙ୍କ ସାମଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ଅଧିନରେ ଆସୁନାହିଁ । ସମ୍ବିଧାନର ସପ୍ତମ ଅନୁଚ୍ଛେଦ ୮ ଏବଂ ୫୧ ଅନୁସାରେ ଏହା ବିଭିନ୍ନ ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ପରିସରଭୁକ୍ତ ବୋଲି ସେ କହିଛନ୍ତି । ଏହି ବିଭାଗ ନିଶାଦ୍ରବ୍ୟର ଆବଶ୍ୟକତା ଓ ବ୍ୟବହାରିତାକୁ ନେଇ ଏକ ନୋଡାଲ ସଂସ୍ଥା ନିୟୋଜିତ ହୋଇଛି । ଯାହାକି ନ୍ୟାସନାଲ ଆକ୍ସନ ପ୍ଲାନ୍ ଫର୍ ଡ୍ରଗ୍ ଡିମାଣ୍ଡ ଆଣ୍ଡ ରିଡକ୍ସନ୍ ଅଧିନରେ କାର୍ଯ୍ୟ କରୁଛି । ଏହାଦ୍ୱାରା ଦେଶର ଶିଶୁ, ଯୁବ, ମହିଳାଙ୍କ ପ୍ରତି ବିଶେଷ ଧ୍ୟାନ ଦେଇ ନିଶା ନିବାରଣରୁ ଦୂରେଇ ରଖିବା ପାଇଁ ଅନେକ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ବିଶେଷକରି ଦେଶରେ ନିଶାଦ୍ରବ୍ୟର ବହୁଳ ବ୍ୟବହାର ରୋକିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଏବଂ ପୀଡ଼ିତାଙ୍କୁ କ୍ଷମତାସମ୍ପନ୍ନ କରିବାକୁ ଏକାଧିକ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଯାହାକି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳ ଦ୍ୱାରା ନିୟନ୍ତ୍ରଣ କରାଯାଉଛି । ନିଶାସେବନରେ ଆକ୍ରାନ୍ତଙ୍କ ପୂର୍ନବାସ ପାଇଁ ତଥା ଶିଶୁ ମାନଙ୍କୁ ପ୍ରାରମ୍ଭିକ ନିଶା ସେବନରୁ ଦୂରେଇ ରଖିବା ପାଇଁ ବିଭିନ୍ନ ଥଇଥାନ କେନ୍ଦ୍ର କରାଯାଇଛି । ଏହା କେନ୍ଦ୍ର ସରକାରଙ୍କ ଆଇଆରସିଏ ଓ ସିପିଏଲଆଇ ମାଧ୍ୟମରେ

ସହାୟତା ପ୍ରଦାନ କରାଯାଉଛି । ସେହିଭଳି ଜିଲ୍ଲା ସ୍ତରରେ ନିଶା ମୁକ୍ତି କେନ୍ଦ୍ର ଖୋଲାଯିବା ସହ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସରକାରୀ ଡାକ୍ତରଖାନାରେ ନିଶା ମୁକ୍ତି ନେଇ ବିଶେଷ ସୁବିଧା ରଖାଯାଇଛି । 
ବର୍ତ୍ତମାନ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ଅଧିନରେ ୩୪୯ଟି ଆଇଆରସିଏ କେନ୍ଦ୍ର, ୪୬ଟି ସିପିଏଲଆଇ କେନ୍ଦ୍ର, ୭୪ଟି ଓଡିଆଇସି, ୧୩୮ଟି ଡିଡିଏସି ଏବଂ ୧୪୮ଟି ଏଟିଏଫ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଓଡ଼ିଶାରେ ୩୯ଟି ଆଇଆରସିଏ, ୬ଟି ଓଡିଆଇସି ଓ ୪ଟି ସିପିଏଳଆଇ ଏବଂ ୨ଟି ଡିଡିଏସି କେନ୍ଦ୍ର ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବା ଉତ୍ତରରେ ଲେଖିଛନ୍ତି ବୀରେନ୍ଦ୍ର କୁମାର । ତେବେ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାର ସମସ୍ତଙ୍କୁ ଏକଜୁଟ୍ ହୋଇ ନିଶା ନିବାରଣ ଅଭିଯାନରେ ସାମିଲ ହେବା  ପାଇଁ ନିବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନାର ସଫଳ ରୂପାୟନ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀ ବୀରେନ୍ଦ୍ର କୁମାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like