-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ରାଜ୍ୟ

ଆଡେଣୀଗଡ ରେଳ ଟନେଲ ଭୁଶୁଡ଼ିବା ପରେ ଘଟଣା ସ୍ଥଳ ପରିଦର୍ଶନ କଲେ ପ୍ରଶାସନିକ ଅଧିକାରୀ

27-May-2025



ବୌଦ୍ଧ/ହରଭଙ୍ଗା(ସାଶ୍ୱତ ଦାସ):  ସୋମବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ଆଡେଣୀଗଡ ନିକଟରେ ରେଳପଥ ର ୪ ନଂ ଟନେଲ ଭୁସୁଡ଼ିବା ଘଟଣା ପରେ ବୌଦ୍ଧ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ତୁରନ୍ତ   ଘଟଣା ସ୍ଥଳରେ ପହଞ୍ଚିଥିଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ। ସାଙ୍ଗେ ସାଙ୍ଗେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଥିଲା l ଶ୍ରୀଯୁକ୍ତ ପଧାନ ଙ୍କ ନେତୃତ୍ୱ ରେ ଜିଲ୍ଲା ଉନ୍ନୟନ ଅଧିକାରୀ  ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ହରଭଙ୍ଗା ତହସିଲଦାରଙ୍କୁ ନେଇ ଏକ ଟିମ୍ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ |  ପ୍ରଥମେ ଟନେଲ ଭିତରକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପରେ ବାହାରୁ ଟନେଲ ଠାରେ ମାଟି ଅତଡା ଖସି ପଡ଼ିଥିବା ସ୍ଥାନ ପରିଦର୍ଶନ କରିଥିବା ସୂଚନା ମିଳିଛି  । ତେବେ କେବଳ ମାଟି ଅତଡା ଖସିଥିବା ବେଳେ କୌଣସି ଶ୍ରମିକ ସେହି ସ୍ଥାନରେ ସେହି ସମୟରେ କାମ କରୁନଥିଲେ ଏବଂ ଶ୍ରମିକ ମାନେ ଅନ୍ୟତ୍ର କାମ କରିଥିଲେ l ସେଥିପାଇଁ କୌଣସି ଜନହାନୀ ହୋଇନାହିଁ ବୋଲି ଅତିରିକ୍ତ ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି ।  ସେହିପରି ମାଟି ହାଲୁକା ଥିବା ଯୋଗୁଁ ଏଭଳି ଅଘଟଣ ଘଟିଛି ବୋଲି ପ୍ରାଥମିକ ତଦନ୍ତ ରୁ ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like