-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||     

HOME   ଜିଲ୍ଲା

ଗ୍ରାମଉତଥାନର ଯୁବ ବିକାଶ କାର୍ଯ୍ୟକ୍ରମରେ ପ୍ରଥମ ମହଲ୍ଲା ସଭା ଆୟୋଜିତ

27-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଖଟଖଟିଆ ପଞ୍ଚାୟତ ର କେଉଟିପାଲି ଠାରେ ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ ଦ୍ଵାରା ଯୁବ ବିକାଶ କାର୍ଯ୍ୟକ୍ରମର ପ୍ରଥମ  ମହଲ୍ଲା ସଭା ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ନଅ ମାସ ହେବ ଯୁବ ବିକାଶ କାର୍ଯ୍ୟକ୍ରମ ଚାଲି ଆସୁଅଛି । ଏହି କାର୍ଯ୍ୟକ୍ରମ ଦି କମ୍ୟୁନିଟି ୟୁଥ କଲେକ୍ଟିଭ, ଦିଲ୍ଲୀ  ର ସହାୟତାରେ କରାଯାଉଅଛି । ଏହି ମହଲ୍ଲା ସଭାକୁ ଯୁବ ବିକାଶ କାର୍ଯ୍ୟକ୍ରମର ପରିଚାଳକ କ୍ଷିରେନ୍ଦ୍ର ରଣା ପରିଚାଳନା କରିଥିବାବେଳେ  ମିତା ଦେହୁରୀ  ଓ ବର୍ଷା ଦନ୍ତା ତାଙ୍କୁ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଯୋଗିନ୍ଦ୍ରପୁର ଗ୍ରାମପଞ୍ଚାୟତର ସରପଞ୍ଚ ନମିନୀ ମୀନକେତନ ପଧାନ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ଗ୍ରାମଉତଥାନ୍ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରତାପ କୁମାର ପଧାନ,ଜୟକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦମମୁଣ୍ଡା ଇତିହାସ ଅଧ୍ୟାପକ ସଚିତାନନ୍ଦ କର୍ଣ୍ଣ,କେଉଟିପାଲି ୱାର୍ଡ ମେମ୍ବର ଗୀତାଞ୍ଜଳି ସେଠୀ, କଳିଙ୍ଗ ଟିଭି ବୌଦ୍ଧ ଜିଲ୍ଲା ପ୍ରତିନିଧି ଭାର୍ଜନ କୁମାର ପଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଯୁବକ ଓ ଯୁବତୀମାନେ ମିଶି ଏକ ପଥପ୍ରାନ୍ତ ନାଟକ ମୃତ୍ତିକା ପ୍ରଦୂଷଣ ପରିବେଷଣ କରିଥିଲେ । ତାପରେ ଅତିଥିମାନେ, ଗ୍ରାମବାସୀ, ଯୁବଗୋଷ୍ଠୀ, ଅଭିଭାବକ ଓ ଅଭିଭାବିକାମାନେ ମୃତ୍ତିକା ପ୍ରଦୂଷଣକୁ ରୋକିପାରିବା ତାହାର ସମସ୍ଯାର ସମାଧାନ ବିଷୟରେ ଆଲୋଚନା କରାଯାଇଥିଲା। ରାସାୟନିକ ସାର ବଦଳରେ ଜୈବିକ ସାରର ମହତ୍ଵ ବିଷୟରେ ମତବ୍ୟକ୍ତ କରାଯାଇଥିଲା । ଶେଷରେ ଗ୍ରାମଉତଥାନର ସଦସ୍ୟ ରଶ୍ମିତା ପାଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଓ ସୁବଳ ମେହେର ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ୪୦ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିବାବେଳେ କେଉଟିପାଲି ଗ୍ରାମବାସୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026

You Might Also Like