-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଗାଇସିଲେଟ ରେ ଘିଡଘିଡେଇ ଗଲା ପରାକ୍ରମ ଶୋଭାଯାତ୍ରା ବାଇକ ରେଲି

27-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ପହଲଗାମ ଆତଙ୍କବାଦୀ ହମଲା ର ଦୃଢ଼ ଜବାବ ରେ ଅପରେସନ ସିନ୍ଦୁର     କରାଯାଇଥିଲା। ଅପରେସନ ସିନ୍ଦୁର ର ସଫଳତା ପାଇଁ ୟଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ   ଆହ୍ୱାନ ରେ ସାରା ଭାରତ ବର୍ଷରେ ଦେଶ ର ସୈନ୍ୟ ବାହିନୀ ମାନଙ୍କ ସମ୍ମାନରେ ତ୍ରିରଙ୍ଗା ଯାତ୍ରା କରାଯାଉଛି। ଏହି ତ୍ରିରଙ୍ଗା ଯାତ୍ରା ଭାରତୀୟ ସେନାର ର ମନୋବଳ ଏବଂ ସାହାସ କୁ ଆହୁରି ବୃଦ୍ଧି କରିବ। ଏହି ପରୀପ୍ରେକ୍ଷୀରେ ଆଜି ଗାଇସିଲେଟ ବ୍ଲକ ରେ ଯୁବ ନେତା ଯଜ୍ଞେଶ୍ଵର ପଧାନ ଙ୍କ ନେତୃତ୍ବରେ ପରାକ୍ରମ ଶୋଭାଯାତ୍ରା ବାଇକ ର଼୍ୟାଲି ର ଆୟୋଜନ କରାଯାଇଥିଲା। ଏହି ଶୋଭାଯାତ୍ରା ରେ ମୁଖ୍ୟ ଅତିଥି ରୂପେ ୱିନର ବ୍ରାଇଟ ଫିଉଚର ସ୍କୁଲ ଚେୟାରମେନ ଶ୍ରୀକାନ୍ତ ମିଶ୍ର , ସମ୍ମାନିତ ଅତିଥିଭାବେ ଗାଇସିଲେଟ ଆରକ୍ଷୀ ଅଧିକାରୀ ଶଶୀଭୂଷଣ ମିଶ୍ର ଏବଂ ଅବସରପ୍ରାପ୍ତ ସେନା ଜବାନ ସୁରୁଲାଲ ମାଝି ଜବାନ , ଅବସରପ୍ରାପ୍ତ ପୋଲିସ ଅଧିକାରୀ ଅନ୍ତର୍ଯ୍ୟାମୀ ପଧାନ, ଆଦିବାସୀ ସଂଘ ସଭାପତି ଶଶୀଭୂଷଣ ବରିହା, ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ  କରି କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।ଏହି ପରାକ୍ରମ ଶୋଭାଯାତ୍ରା ଗାଇସିଲେଟ କଲେଜ ଛକ ରୁ ବାହାରି ଗାଇସିଲେଟ ବସଷ୍ଟାଣ୍ଡ, ଗାଇସିଲେଟ ବସ୍ତି, ଶହୀଦ ଛକ, କଲଙ୍ଗାପାଳି ଏବଂ ବୁରୋମୁଣ୍ଡା ଗ୍ରାମ ପରିକ୍ରମା କରିଥିଲେ । ଏହି ଶୋଭାଯାତ୍ରା ରେ ଗାଇସିଲେଟ ବ୍ଲକର ବିଭିନ୍ନ ସଂଗଠନ, ଅବସରପ୍ରାପ୍ତ ଶିକ୍ଷକ,ଯୁବ ଗୋଷ୍ଠୀ ଯୋଗଦାନ କରିଥିଲେ।

ଶୋଭାଯାତ୍ରା ରେ ଦୁଇ ଶହ ରୁ ଉର୍ଦ୍ଧ୍ବ ବାଇକ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ସଂଜୟ ଜରଜରିଆ, ବିପିନ ସାହୁ, ଝସକେତନ ପଧାନ, କୈଳାସ ଷଣ୍ଢ, ହେମନ୍ତ ଭୋଇ, ତନ୍ମୟ ପୁରୋହିତ,ଟିକେଶ୍ବର ବରିହା, ପ୍ରଶାନ୍ତ ମିର୍ଦ୍ଧା,ମୀନକେତନ ସାହୁ,ସୁଭେନ୍ଦୁ ସାହୁ, ସୋମନାଥ ସାହୁ,ରବି ସାହୁ ପ୍ରମୁଖ ସଫଳତା ର ସହିତ ସମ୍ପାଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk