-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲା ଖବର କାଗଜ ବିତରକ ସଂଘ ପକ୍ଷରୁ ବିଶ୍ଵ ହକର ଦିବସ ପାଳିତ

27-May-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜୟ ଜଗନ୍ନାଥ ହୋଟେଲ ଠାରେ ବରଗଡ଼ ମହିଳା ସମିତି ସଭାପତି ଅଞ୍ଜନା ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିଶ୍ୱ ହକର୍ ଦିବସ ପାଳନ କରିଥିଲେ । ହକର ଙ୍କ ବିଭିନ୍ନ ସମସ୍ୟା ବୁଝିବା ସହ ସବୁବେଳେ ତୁମ ମାନଙ୍କ ସହ ମୁ ଅଛି ବୋଲି କହିଥିଲେ ।ଅନ୍ତର୍ଜାତୀୟ ହକର୍ ଦିବସ ହକର୍‌ ମାନଙ୍କ  ସମସ୍ୟା ଭିତରେ ଦିନକୁଦିନ ଅଧିକ ଘାଣ୍ଟି ହେଉଥ‌ିବା ଓ ଚୁଲିରକ୍ଷା ପାଇଁ ସଂଗ୍ରାମ ଚଳାଇଥିବା ପରିଲକ୍ଷିତ ହେଉଛି । ସେମାନେ ହେଲେ ଖବର କାଗଜ ବିକ୍ରି କରୁଥିବା ହକର୍‌ ଭାଇ ମାନେ । ତେବେ, ମୁଦ୍ରିତ ଗଣମାଧ୍ୟମ ର ଚାହିଦା  କମିଥିଲେ ମଧ୍ୟ ଏହାର ଦୃଶ୍ୟମାନ ସ୍ଥିତି ରହିବା ନେଇ ହକର୍ ଭାଇ ମାନେ ବେଶ ଆଶାବାଦୀ I ସେମାନଙ୍କ ମତରେ ଛାପା ଗଣ ମାଧ୍ୟମ ରେ ପ୍ରକାଶିତ ସୂଚନାରେ ତୁଳନାତ୍ମକ ଭାବେ କମ୍ ତଥ୍ୟଗତ ତ୍ରୁଟି ରହୁଥ‌ିବା କାରଣରୁ ଏହା ସୋସିଆଲ୍ ମିଡିଆ ବା ଡିଜିଟାଲ ମିଡିଆ ତୁଳନାରେ ସଚେତନ ବର୍ଗଙ୍କ ପାଇଁ ଅଧିକ ଭରସାଯୋଗ୍ୟ ହୋଇ ରହିଛି ଓ ରହିବ । ବରଗଡରେ ଖବରକାଗଜ ବିତରଣ କରୁଥିବା ହକର୍ ମାନେ ବେଶ ସଂଗଠିତ ହୋଇ ରହିଛନ୍ତି ଏବଂ ହକର୍‌ ସମାଜର ହିତ ପାଇ  ସେମାନଙ୍କ ସଂଗଠନ ପକ୍ଷରୁ ନିରନ୍ତର ଉଦ୍ୟମ ଚାଲିଛି।  ତେବେ, ସରକାର ହକର ମାନଙ୍କ ସମସ୍ୟା ଓ ସ୍ଥିତିକୁ ଦେଖି ସ୍ବତନ୍ତ୍ର ଧାନ ଦେବା ଉଚିତ ବୋଲି ହକର୍ ଭାଇମାନଙ୍କ ପକ୍ଷରୁ ମତପ୍ରକାଶ ପାଉଛି । ଅଜିର କାର୍ଯକ୍ରମ ରେ ବରଗଡ ଜିଲ୍ଲା ଖବରକାଗଜ  ବିତରକ ସଂଘର  ସଭାପତି ଯୋଗେନ୍ଦ୍ର ସାହୁ , ସମ୍ପାଦକ ସମ୍ପଦ କଲେତ ,ସହ ସମ୍ପାଦକ ଅଚ୍ୟୁତ ସର ,କୋଷାଧ୍ୟକ ଜୟପ୍ରକାଶ କୁମ୍ଭାର,ବରିଷ୍ଟ ସଦସ୍ୟ  ରମେଶ ଦାସ, ବରିଷ୍ଟ ସଦସ୍ୟ ସୁଶୀଲ ମହାନନ୍ଦ, ସୁଧାଂଶୁ ବାରିକ, ରାଜୀବ ବଗର୍ତ୍ତୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk