-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ,ସାଂସ୍କୃତିକ ନୃତ୍ୟ ବାଦ୍ୟରେ ଦୂଳକିବ ସହର

27-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଶେଷ ପର୍ଯ୍ୟାୟରେ ଶୀତଳଷଷ୍ଠୀ ପୂଜା ପ୍ରସ୍ତୁତି ।ଆଉ ମାତ୍ର ଦୁଇଦିନର ଅପେକ୍ଷା । ଦେବ ଦମ୍ପତିଙ୍କୁ ପାଛୋଟି ଆଣିବା ପାଇଁ ଭକ୍ତଙ୍କ ମନରେ ଉତ୍ସାହ ପରିଲକ୍ଷିତ ହେଲାଣି ।ଶିବ ପାର୍ବତୀଙ୍କ ବିବାହୋତ୍ସବ ପାଇଁ ଦୋକାନ ବଜାର ଚଳଚଞ୍ଚଳ ।ଏହି ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶେଶ୍ୱର ବାବାଙ୍କ ବିବାହ ଉତ୍ସବକୁ ଯାକ ଜମକରେ ପାଳନ କରିବା ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଶୀତଳଷଷ୍ଠୀ ଯାତ୍ରା ୧୫୨ବର୍ଷରେ ପଦାର୍ପଣ କରିଥିବା ବେଳେ ବିଗତ ୬ବର୍ଷ ହେଲା ବହୁ ଆଡ଼ମ୍ବରପୂର୍ଣ୍ଣ ଓ ଧୁମଧାମରେ ପାଳିତ ହୋଇଆସୁଛି ।କମିଟିର ନିଷ୍ପତି ଅନୁସାରେ ଜଗତଜନନୀ ପାର୍ବତୀ ମାଁ ଙ୍କ ପିତା ମାତା ଭାବେ ଶ୍ୟାମ ସୁନ୍ଦର ମେହେର ଓ ତାଙ୍କ ଧର୍ମପତ୍ନୀ ସୀମା ମେହେର ଦାୟିତ୍ଵ ନିର୍ବାହ କରୁଥିବା ବେଳେ ବିଶେଶ୍ୱର ବାବାଙ୍କ ପିତା ମାତା ଭାବେ କ୍ଷୀରୋଦ୍ରା ଚନ୍ଦ୍ର ସାମନ୍ତରାୟ ଓ ତାଙ୍କ ଧର୍ମପତ୍ନୀ ମୌସୁମୀ ରାଣୀ ମିଶ୍ର ଦାୟିତ୍ଵ ନିର୍ବାହ କରୁଛନ୍ତି ।ଧାର୍ଯ୍ୟ ନୀତି ଅନୁସାରେ ଆସନ୍ତାକାଲି ୨୮ତାରିଖରେ କନ୍ୟା ମନୋନୟନ ପତରପେଣ୍ଡି(ନିର୍ବନ୍ଧ),୨୯ରେ ଦେବ ନିମନ୍ତ୍ରଣ,୩୦ରେ କନ୍ୟା ଆନୟନ,୩୧ରେ ହାରିଦ୍ରାବାସ ଓ ବରାନୁଗମନ ଶୋଭାଯାତ୍ରା,ରାତି ୧୨ଟାରେ ଶିବ ପାର୍ବତୀଙ୍କ ବିବାହ ଉତ୍ସବ,୧ରେ ଦେବ ଦମ୍ପତିଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଅନୁଷ୍ଠିତ ହେବ।ସେହିପରି ବିଶେଶ୍ୱର ବାବାଙ୍କ ବରାତ ଶୋଭାଯାତ୍ରାରେ ବିଭିନ୍ନ ପ୍ରକାରର ସାଂସ୍କୃତିକ ଦଳର ନୃତ୍ୟରେ ସହର ଦୁଲକି ଉଠିବ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk