-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||     

HOME   ଜିଲ୍ଲା

ଭାବଗର୍ଭକ ଉନ୍ନତ ଲେଖା “ସୁବର୍ଣ୍ଣଦୀପ”ର ଆଧାର ହେଉ

27-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ୩୧ତମ ବର୍ଷରେ ପଦାର୍ପଣ କରିଥିବା ବରଗଡ଼ରୁ ପ୍ରକାଶିତ “ଯୁଗୋପଯୋଗୀ ସୁବର୍ଣ୍ଣଦୀପ”ର ଜନ୍ମ ବିଶେଷାଙ୍କ-୨୦୨୫ ପ୍ରକାଶ ପାଇଛି । ଚଳିତ ସଂଖ୍ୟାକୁ ସ୍ଥାନୀୟ ଶ୍ୟାମାକାଳୀ ମନ୍ଦିର ଠାରେ ଲୋକାର୍ପିତ ହେବା ଅବସରରେ ମୁଖ୍ୟ ପଣ୍ଡିତ ଶ୍ରୀ ହରିରାମ ପଣ୍ଡା,ପଣ୍ଡିତ ସୁମନ୍ତ ଷଡ଼ଙ୍ଗୀ ଜନ୍ମସଂଖ୍ୟା ଲୋକାର୍ପଣ କରିଥିଲେ । ଶିଶୁ କିଶୋର ପତ୍ରିକାର ସଂପାଦକ ପ୍ରଦୀପ୍ତ ଭାନୁ ମହାନ୍ତି, ଉପଦେଷ୍ଟା ସର୍ଦ୍ଦାର ପ୍ରୀତମ ସିଂ, ସହ-ସଂପାଦକ ନବକୃଷ୍ଣ ମିଶ୍ରଙ୍କ ସମେତ ଛାତ୍ରଛାତ୍ରୀ, ପାଠକ ପାଠିକା ଉପସ୍ଥିତ ଥିଲେ । ଏହି ଅବସରରେ ଅତିଥି ଓ ଛାତ୍ରଛାତ୍ରୀ ୩୧ ବର୍ଷର ଅପ୍ରେଲ-ମଇ ସଂଖ୍ୟାରେ ସଂପାଦକୀୟ ଠାରୁ ଆରମ୍ଭ କରି ରାଜ୍ୟ ସ୍ତରୀୟ ଲେଖକ ଅରୁଣ ଚନ୍ଦ୍ର ମହାନ୍ତି, ଦେବାଶିଷ ଚକ୍ରବର୍ତ୍ତୀ, ସନ୍ତୋଷ କୁମାର ମହାନ୍ତି, ଅର୍ଜୁନ ଘଡ଼େଇ, ଇଂ. ପ୍ରମୋଦ କୁମାର ନନ୍ଦ, ରାଧାରାଣୀ ପଟ୍ଟନାୟକ, କାମାକ୍ଷୀ ଶତପଥି, ମନୋଜ ଦାଶ ପ୍ରମୁଖ ୨୦ ଜଣ ଲେଖକ ଲେଖିକାଙ୍କର ଭାବଗର୍ଭକ ଗଦ୍ୟ, ପଦ୍ୟର ଉନ୍ନତମାନ, ପିଲାଙ୍କ ଚିତ୍ରରେ ଭାଗ୍ୟଶ୍ରୀ ମାନବୀ ମିଶ୍ର ଓ ଶ୍ରୀଶାନ୍ତ କୁମାର ପଣ୍ଡାଙ୍କ ଚିତ୍ରାଙ୍କନର ଗୁରୁତ୍ୱ ସମ୍ପର୍କରେ ବେଶ ଆଲୋଚ୍ୟ ର କେନ୍ଦ୍ରବିନ୍ଦୁ ହୋଇଥିଲା। ପତ୍ରିକା ନିୟମିତ ଭାବେ ପ୍ରକାଶ ସହ ଉଚ୍ଚମାନର ଲେଖା ପରିବେଷଣ କରି ଚାଲିଛି ବୋଲି ମତ ପ୍ରକାଶ ପାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026

You Might Also Like