-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଂଘ ର ସାଧାରଣ ଅଧିବେଶନ

27-May-2025



ବରଗଡ:(ନିରଞ୍ଜନ ତ୍ରିପାଠୀ) -ବରଗଡ ଜିଲ୍ଲା ବିଜେପୁର ସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ କଲ୍ୟାଣ ମଣ୍ଡପ ଠାରେ ଶ୍ରୀଯୁକ୍ତ ନୃପରାଜ ବଢ଼େଇ ଙ୍କ ସଭାପତିତ୍ବରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଂଘ ର ବ୍ଲକ ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ ସମେତ ପୁରାତନ କର୍ମକର୍ତ୍ତା ଗଣ ସ୍ୱତଃ ପ୍ରବୃତ ପଦ ତ୍ୟାଗ ର ଏକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ସର୍ବପ୍ରଥମେ କୋଡ଼ିଏ ଘରିଆ କୈବର୍ତ୍ତ ସମାଜର ଇଷ୍ଟଦେବୀ ମାଁ ବୁଡ଼ି ସମଲେଇ ଙ୍କୁ ପୂଜାର୍ଚ୍ଚନା ପୂର୍ବକ ଉପସ୍ଥିତ ସମସ୍ତ ଜନତା ଜନାର୍ଦ୍ଦନ କୈବର୍ତ୍ତ ଗାଥା ଗାନ କରିଥିଲେ। ଅନୁଷ୍ଠିତ ବୈଠକରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଂଘର ବରଗଡ଼ ଜିଲ୍ଲା କାର୍ଯ୍ୟକାରିଣୀ ସଭାପତି ଶ୍ରୀମାନ ଦେବାର୍ଚ୍ଚନ ନାଏକ, ସମ୍ପାଦକ ଲାଲ ସାହେବ ସେଠ, ରାଜ୍ୟ ଯୁବ ସଂଗଠନ‌ ର ସମ୍ପାଦକ ରଘୁ ପାଣ୍ଡେ, ରାଜ୍ୟ ଉପସଭାପତି ବିକ୍ରମ ବିଶି, ଗାଇସିଲେଟ ବ୍ଲକ ସଭାପତି ଉପେନ୍ଦ୍ର ମୋହନ କାଲୁ, ବରଗଡ଼ ବ୍ଲକ ସଭାପତି ପୁରନ୍ଦର ସେଠ ତଥା ସୋହେଲା, ବରଗଡ଼, ବରପାଲି, ଗାଇସିଲେଟ, ବିଜେପୁଊ ବ୍ଲକ ର ୨୩ ଗୋଟି ପଞ୍ଚାୟତ ତତସଙ୍ଗେସଙ୍ଗେ ବିଜ୍ଞାପିତ ଅଞ୍ଚଳ ପରିଷଦ ର ପାଖାପାଖି ୫୦୦ରୁ ଉର୍ଦ୍ଧ ଜାତି ଭାଇ, ବନ୍ଧୁ ପରିଜନ ଉପସ୍ଥିତ ଥିଲେ।ଦିର୍ଘ ୪୦ ବର୍ଷରୁ ବର୍ତ୍ତମାନ ସୁଦ୍ଧା ସଭାପତି କାର୍ଯ୍ୟ ସମ୍ପାଦନ କରୁଥିବା ନୃପରାଜ ବଢ଼େଇ ଏବଂ ସମ୍ପାଦକ ସନ୍ତୋଷ ଦେହେରୀ ବୟସାଧିକ୍ୟ କାରଣ ଯୋଗୁଁ ସେମାନେ କାର୍ଯ୍ୟଭାର ଯୁବଗୋଷ୍ଠୀ ତଥା ଯୁବ ସୁଲଭ ମନୋଭାବ ରଖୁଥିବା ବ୍ୟକ୍ତି ବିଶେଷଙ୍କୁ କର୍ମକର୍ତ୍ତା ଚୟନ କରିବା ପାଇଁ ସଭାରେ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଆଗତ ହୋଇଥିଲା।ସଭାର ନିଷ୍କର୍ଷ ସ୍ୱରୂପ ବିଜେପୁର ବ୍ଲକ ସ୍ତରୀୟ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଂଘର ନୂତନ ସଭାପତି ଭାବେ ଶ୍ରୀମତୀ ସୀତା ବାରିକ, ଉପସଭାପତି ଜନାର୍ଦ୍ଦନ ଡନସନା, ସମ୍ପାଦକ ସୁଶାନ୍ତ କୁମାର ପାଣ୍ଡେ,ଯୁଗ୍ମ ସମ୍ପାଦକ ଯତୀନ୍ଦ୍ର ସେଠ, କୋଷାଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ପାଣ୍ଡେ ମନୋନୀତ ହୋଇଥିବାବେଳେ, ଉପଦେଷ୍ଟା କମିଟିରେ ସର୍ବଶ୍ରୀ:-ନୃପରାଜ ବଢ଼େଇ, ସନ୍ତୋଷ ଦେ‌ହେରୀ,ନଥୁରାମ ବାରିକ, ଜନାର୍ଦ୍ଦନ ବାରିକ ତଥା ଜିଲ୍ଲା ଏବଂ ରାଜ୍ୟ ସ୍ତରୀୟ ସଂଯୋଜକ ରୂପେ ଧର୍ମରାଜ ମଲ୍ଲିକ ଓ ସାକଲ୍ୟ ଡନସନାଙ୍କୁ ଗୁରୁଦାୟିତ୍ଵ ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk