-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଗଣଶିକ୍ଷା ବିଭାଗ ର ଅଜବ ନିର୍ଦେଶାନାମା ଅବସର ଦ୍ୱାରଦେଶରେ ଥିବା ଶିକ୍ଷକ ଓଟିଇଟି ପାସ ନ କଲେ ପଦୋନ୍ନତି ମନା

27-May-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ)-2011 ମସିହା ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକ ଙ୍କୁ ପଦୋନ୍ନତି ପାଇବାକୁ ହେଲେ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଦେବାକୁ ପଡିବ lଏପରିକି ଅବସର ର ଦ୍ୱାର ଦେଶରେ ଥିବା ପ୍ରାଥମିକ ଶିକ୍ଷକ ଙ୍କ ପାଇଁ ମଧ୍ୟ ଓଟିଇଟି ବିନା ପଦୋନ୍ନତି ମନା l ଏହିପରି ଏକ ନିର୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର  ଯାହାକୁ ନେଇ ସାରା ଓଡ଼ିଶାରେ ଶିକ୍ଷକ ମହଲ ରେ ଅସନ୍ତୋଷ ର ବାତାବରଣ ସୃଷ୍ଟି ହୋଇଛି l ଓଟିଇଟି ପାସ ସାର୍ଟିଫିକେଟ ନ ଥିଲେ ଲେବୁଲ-V(A) ରେ ଥିବା ଶିକ୍ଷକଙ୍କୁ ଲେବୁଲ -V(B) କୁ ପଦୋନ୍ନତି ମନା l ସରକାରଙ୍କ ଏହି ପରି ନିର୍ଦେଶ ପ୍ରକାଶ ପାଇବାପରେ ରାଜ୍ୟ ରେ କାର୍ଯ୍ୟରତ ଶିକ୍ଷକ ମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l  କାରଣ RTE Act-2009 କୁ ଭିତ୍ତିକାରୀ କେନ୍ଦ୍ର ସରକାର ଙ୍କ ତରଫରୁ NCTE  ତା 23/08/2010ରିଖ ରେ notification ମାଧ୍ୟମରେ ପାରା -04 ରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି ଯେ ଯେଉଁମାନେ 2001 ମସିହା ପୂର୍ବରୁ କିମ୍ବା 2001 ମସିହାରେ ପ୍ରକାଶିତ NCTE ନୋଟିଫିକେସନ ଆଧାରରେ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସହ ନିଯୁକ୍ତି ପାଇଛନ୍ତି ସେମାନଙ୍କ କ୍ଷେତ୍ରରେ ଓଟିଇଟି ଲାଗୁ ହେବ ନାହିଁ l ପୁନର୍ବାର  NCTE ତା 11/02/2011 ଏବଂ 29/07/2011 ରେ ନୋଟିଫିକେସନ ମାଧ୍ୟମରେ ତଥା ଓଡିଶା ସରକାର ଏଲିମେଂଟାରୀ ଶିକ୍ଷା ନିୟମ-2019 ରେ ସ୍ପଷ୍ଟ ଉଲ୍ଲେଖ କରିଛନ୍ତି ଯେ ତା 11/02/2011ରିଖ ପୂର୍ବରୁ ନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ଓଟିଇଟି ଲାଗୁ ହେବନାହିଁ l ଏହା ସତ୍ୱେ “11/02/2011 ପୂର୍ବରୁ ନିଯୁକ୍ତ ଶିକ୍ଷକ ଓଟିଇଟି ବିନା ପଦୋନ୍ନତି ମନା”  ସରକାରଙ୍କ ଏହି ନିର୍ଦେଶାନାମା କୁ ଚ୍ୟାଲେଞ କରି କିଛି ଶିକ୍ଷକ ହାଇକୋର୍ଟ ର ଦ୍ୱାରସ୍ଥ ହୋଇଥିବା ବେଳେ କିଛି ଶିକ୍ଷକ ସଂଗଠନ ଆନ୍ଦୋଳନ କରିବା ପାଇଁ ସଜବାଜ ଆରମ୍ଭ କରିଦେଲେଣି l ଓଡିଶା ସରକାରଙ୍କ ଏହି ନିର୍ଦେଶନାମା ଫଳରେ ଓଡିଶା ରେ କାର୍ଯ୍ୟରତ ଗଣଶିକ୍ଷକ, ଅଣ ଅନୁଦାନ /ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ର ଶିକ୍ଷକ ଏବଂ ଯେଉଁ ଏଲିମେଂଟାରୀ ଶିକ୍ଷକ 2011 ପୂର୍ବରୁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ନଥାଇ ନିଯୁକ୍ତ ହୋଇଛନ୍ତି ସେମାନେ ସ୍ୱତନ୍ତ୍ର ଓଟିଇଟି (SOTET) ପରୀକ୍ଷା ଦେବା ବଦଳରେ 2011 ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକ ଙ୍କୁ ବାଧ୍ୟ କରାଯାଇଅଛି l ଏହି ନିଷ୍ପତ୍ତି ବିରୁଦ୍ଧରେ ଆଜି ସୋନପୁର ସହର ସୁବର୍ଣ୍ଣମେରୁ ମନ୍ଦିର ରେ ଜିଲ୍ଲାରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ବୈଠକରେ ସରକାରଙ୍କ ଉକ୍ତ ଆଦେଶ କୁ ଘୋର ବିରୋଧ କରାଯିବା ସହିତ ଆସନ୍ତା ଜୁନ ମାସ 4ତାରିଖ ଦିନ ଜିଲ୍ଲା ଶିକ୍ଷା ଅଧିକାରୀ, ସୁବର୍ଣ୍ଣପୁର  ଙ୍କ ମାଧ୍ୟମରେ ସରକାରଙ୍କୁ ଉକ୍ତ ପତ୍ର ପ୍ରତ୍ୟାହାର କରିବା ସକାଶେ ଏକ ଦାବୀ ପତ୍ର ପ୍ରଦାନ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଅଛି l ଏହାପରେ ମଧ୍ୟ ସରକାର ଶିକ୍ଷକ ଙ୍କ ଦାବୀ ପ୍ରତି କର୍ଣ୍ଣପାତ ନ କଲେ ଆଗାମୀ ଦିନରେ ବିକଳ୍ପ ପନ୍ଥା ଗ୍ରହଣ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଗଲା l ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ହୃଷିକେଶ ଚାନ୍ଦ, ଦୋଳ ଗୋବିନ୍ଦ ପଣ୍ଡା, ବିଶ୍ୱବିହାରୀ ମିଶ୍ର, ଶ୍ରୀନିବାସ ରଥ, ଗୋପେଶ ପଣ୍ଡା, ସରୋଜ ସାହୁ, ଆଦି ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk