-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଋକ୍ତହିନତାର କାରଣ ଓ ତାର ଉପଚାର ସମ୍ପର୍କିତ ଆଲୋଚନାଚକ୍ର

27-May-2025




କନ୍ଧମାଳ ଜିଲ୍ଲା ପ୍ରତିନିଧି ମୃତ୍ୟୁଞ୍ଜୟ ଦିଗାଲ ଙ୍କରିପୋର୍ଟ 

 ମାତୃ ଓ ଶିଶୁ ମୃତୁ୍ୟ ହାର କମାଇବାରେ ସୁରକ୍ଷିତ ଓ ଆନୁଷ୍ଠାନିକ ପ୍ରସବ ର ମହତ୍ୱ ଯଥେଷ୍ଟ ଅଧିକ ଥିବା ବେଳେ ରକ୍ତହିନତା ର କାରଣ ମଧ୍ୟ ଗର୍ଭବତି ଓ ପ୍ରସୁତି ସମୟରେ ପ୍ରଭାବ ପକାଉଛି ।

ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କୁ ଗୁରୁତ୍ୱ ଦେଇ ଜନ ସଚେତନତା ସୃଷ୍ଟି ଉଦ୍ୟେଶ୍ୟରେ ଟିକାବଲି ସ୍ଥିତ ମା ଗୃହ ତାର ପ୍ରତିଷ୍ଠା ଦିବସ ପାଳନ କରି ରକ୍ତହିନତା ର କାରଣ ଓ ତାର ପ୍ରତିକାର ଶିର୍ଷକ ଏକ ଆଲୋଚନା ଚକ୍ର ଆୟୋଯନ କରିଥିଲେ  । ଟିକାବାଲି ବ୍ଲକ୍ ଅଧକ୍ଷ ଦିଲ୍ଲିପ କହଁର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ କନ୍ଧମାଳ ଭଳି ଜିଲ୍ଲାରେ ସ୍ୱାତୀ ଅନୁଷ୍ଠାନ ଜାରି ରଖିଥିବା କାର୍ଯ୍ୟଧାରା ନିଶ୍ଚିତ ପ୍ରଶଂଶନୀୟ ବୋଲି କହିଥିଲେ  । ତତ୍ସହିତ ଜିଲ୍ଲା ସମାଜ ମଙ୍ଗଳ ପୋ୍ରଗ୍ରାମ ଅଫିସର୍   ସରୋଜଲତା ଦେଇ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣ ଯୋଗଦେଇ ନାବଯାତ ଶିଶୁର ମାନସିକ , ଶାରୀରିକ ଓ ବୌଧିକ ବିକାଶ ନିମନ୍ତେ ଗର୍ଭବତୀ ମାନଙ୍କ ଗର୍ଭ ସମୟରେ ବିଭିନ୍ନ କ୍ଷେତ୍ରରେ ଯତ୍ନବାନ ନିଆଯିବା ଆବଶ୍ୟକ ବୋଲି କହିଥିଲେ  । ଆହୁରି ମଧ୍ୟ ଗର୍ଭାବସ୍ଥାରେ ଯଦି ରକ୍ତ ହିନତା ଦେଖାଦିଏ ତେବେ ଉଭୟ ମା ଓ ଛୁଆ କୁ ପ୍ରଭାବିତ କରିଥାଏ ଯାହାକି ପରେ ବିକଳାଙ୍ଗ କିମ୍ବା କମ୍ ଓଜନ ର ଶିଶୁ ଜନ୍ମ ହୋଇଥାଏ ବୋଲି ସୂଚନା ଦେଇଥିଲେ  ।  କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ୱାତୀ’ କନ୍ଧମାଳ ଙ୍କ ସହଯୋଗ ଓ ଜିଲ୍ଲା ଜାତିୟ ସ୍ୱାସ୍ଥ୍ୟ ମିଶନ୍ ଙ୍କ ସହାୟତା ରେ  ୨୭ ମଈ ୨୦୨୦ ମସିହା ଠାରୁ ଟିକାବାଲି ବ୍ଲକର ଛତିଝାର ଠାରେ ଅବସ୍ଥାପିତ ମା ଗୃହ ରେ ପାଖାପାଖି ୧୮୦୦ ଗର୍ଭବତୀ ସୁରକ୍ଷିତ ମାତୃତ୍ୱ ଲାଭ କରିଥିବା କଥା ଅନୁଷ୍ଠାନର କୋଷାଧକ୍ଷ ସାନ୍ତନୁ କୁମାର ମିଶ୍ର ତାଙ୍କ ବକ୍ତବ୍ୟ ରେ କହିଥିଲେ  ।  ଏହା ସହିତ ରକ୍ତହିନତା ରୁ ମୁକୁଳିବା ପାଇଁ ସରକାରଙ୍କ ମୋ ଉପକାରି ବଗିଚା କାର୍ଯ୍ୟକ୍ରମ ରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ  । ଟିକାବାଲି ଗୋଷ୍ଠି ସ୍ୱାସ୍ଥ୍ୟ  କେନ୍ଦ୍ର ର ବି.ପି.ଏ.ମ୍. ରଶ୍ମିରଞନ ତ୍ରିପାଠୀ ଓ ଏସ୍.ଟି.ଏସ୍. ଆସିକ୍ କୁମାର ସାହୁ ଉପସ୍ଥିତ ରହି ରକ୍ତହିନତା ର କାରଣ ଓ ତାର ନିରାକରଣ ବିଷୟରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ  । ତତ୍ସହିତ ଟିକାବାଲି ସମନ୍ୱିତ ଶିଶୁ ବିକାଶ ଅଧିକାରି ତାଙ୍କର ବକ୍ତବ୍ୟରେ ଗର୍ଭବତୀ ମାନଙ୍କର ଯତ୍ନ ନିଶ୍ଚିତ ଭାବେ ତାଙ୍କର ପରିବାର ର ସମସ୍ତ ବ୍ୟକ୍ତି ଙ୍କର ଦାୟିତ୍ୱ ହେବା ଆବଶ୍ୟକ ବୋଲି କହିଥିଲେ  । ଶେଷରେ ଅନୁଷ୍ଠାନର ସ୍ୱାସ୍ଥ୍ୟ ସଂଯୋଜକ ବିଶ୍ୱରଞନ କର ମା ଗୃହର କାର୍ଯ୍ୟକ୍ରମ ବିଷୟରେ ସମୟକ ଧାରଣା ଦେବାସହିତ ଦନ୍ୟବାଦ ଅର୍ପଣ କରିଥିଲେ  । କାର୍ଯ୍ୟକ୍ରମରେ ୪୦ ରୁ ଅଧିକ ଗର୍ଭବତି, ସ୍ଥାନୀୟ ଏ.ଏନ୍.ମ୍. ଆଶା ଓ ଅଙ୍ଗନଓାଡି କର୍ମୀ ଯୋଗ ଦେଇଥିବା ବେଳେ ବରିଷ୍ଠ କର୍ମୀ ଗିରିଶ ଚନ୍ଦ୍ର ସାମଲ ପରିଚାଳନା କରିଥିଲେ  । ମା ଗୃହ ଟିକାବାଲି ର ନୁରୁପମା ନାୟକ, ନିରୁପମା କହଁର, ସୁନେମିୟା ଦିଗାଲ, ରାମେଶ୍ୱରୀ ଦିଗାଲ, ଗିତାଞଳୀ ବିଶୋଇ ଙ୍କ ସହିତ ଶ୍ରୀ ଅନ୍ନ ଅଭିଜାନ ପ୍ରକଳ୍ପର ବିନ୍ଦୁମା କହଁର ଏବଂ ସାମୁହିକ ମାନସିକ ରୋଗ ପରିଚାଳନା ପ୍ରକଳ୍ପ ର ଆଲୋକ ସାମନ୍ତରାୟ ପ୍ରମୁଖ ପରିଚାଳନାରେ ସହ ଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk