-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ରେ ଜିଲ୍ଲାପାଳଙ୍କ ଅନୁପସ୍ଥିତି ପାଇଁ ଜନଅସନ୍ତୋଷରୁ ଘଟିଲା ତୁମୁଳ କାଣ୍ଡ

28-May-2025



ସୋନପୁର:-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ  ଜିଲ୍ଲାପାଳଙ୍କ ଅନୁପସ୍ଥିତି ହେତୁ ଜନ ଅସନ୍ତୋଷ ଦେଖିବାକୁ ମିଳିଛି। ସୂଚନା ମୁତାବକ ମାସକୁ ଗୋଟିଏ ଦିନ ଏହି ଶିବିରରେ ଅଭିଯୋଗ କରିବାକୁ ବିଭିନ୍ନ ପଞ୍ଚାୟତରୁ ଲୋକ ଆସିଥାନ୍ତି। ମାତ୍ର ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ ତଳିଆ କର୍ମଚାରୀଙ୍କୁ ଅଭିଯୋଗ ଶୁଣାଣି ଶିବିରକୁ ପରିଚାଳନା କରିବାକୁ ନିର୍ଦ୍ଦେଶ ଦେଇ ଅନୁପସ୍ଥିିତ ରହିଥିଲେ। ଜିଲ୍ଲାପାଳଙ୍କ ଅଭିଯୋଗ ଶିବିର ହୋଇଥିବା ବେଳେ ଅନୁପସ୍ଥିତି ଲୋକ ସହଜେ ହଜମ୍ କରି ନ ପାରି ହୋ ହାଲ୍ଲା ହୋଇ ଶିବିରରେ ଲାଗିଥିବା ପୋଷ୍ଟରକୁ ଚିରି ବିରୋଧ ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026

You Might Also Like

           
  ଜିଲ୍ଲା  

Hjk