-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||     

HOME   ଜିଲ୍ଲା

ଲୁହୁରାମୁଣ୍ଡା ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

28-May-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ୍ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସରପଞ୍ଚ ଲୀନାକ୍ଷୀ ନାୟକ ଙ୍କ ଅଧ୍ୟକ୍ଷତାରେ ଶିବିର ପରିଚାଳନା ହୋଇଥିଲା l ଶିବିର ରେ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ଆଜିର ଶିବିରରେ 12 ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା l ଏଥିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାନୀୟ ଉପରେ ଅଭିଯୋଗ ଆସିଥିଲା l ଏହାସହ ଭତ୍ତା , ଜମି ଉନ୍ନତି କରଣ, ହରିଶ୍ଚନ୍ଦ୍ର ଯୋଜନା , ରାସ୍ତା ନିର୍ମାଣ ପ୍ରଭୁତି ଉନ୍ନତି ମୂଳକ କାର୍ଯ୍ୟ ଉପରେ ଶୁଣାଣି ହୋଇଥିଲା l ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୁଣନିଧି  ଦଣ୍ଡସେନା ଙ୍କ ତତ୍ତ୍ଵାବଧାନରେ  ଶିବିର ପରିଚାଳିତ ହୋଇଥିଲା l ଉକ୍ତ ଗ୍ରାମ ପଞ୍ଚାୟତକୁ ବ୍ଲକ ସ୍ତରରେ ପ୍ରଥମ ସ୍ଥାନ ମିଳିବା ସହିତ ପୁରସ୍କୃତ ମଧ୍ୟ କରା ଯାଇଥିବା ସୂଚନା ମିଳିଛି। ପଞ୍ଚାୟତ ରେ ସମସ୍ତ ପ୍ରକାର ଉଲ୍ଲେଖନୀୟ କାର୍ଯ୍ୟରେ ସଫଳତା ପାଇଁ ଏହି ପୁରସ୍କାର ପ୍ରଦାନ କରା ଯାଇଥିବା ଜଣା ପଡିଛି l ବ୍ଲକ ରୁ ଆଜିର ଏହି ଜନ ଶୁଣାଣୀ ଶିବିର କୁ ଜ୍ଞାନ ରଞ୍ଜନ ସ। , ଅଂଶୁମାନ ଦେବ ବାବୁ , ସୁଶାନ୍ତ ମହାକୁର , ବିଭୂତି ସାମଲ , ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ୍,ଧୁବଳ କିଶୋର ମଲ୍ଲିକ , ସୁନୀଲ ସାହୁ ,ଅଭି ରାମ ସାହୁ , ଅତିରିକ୍ତ ଶିକ୍ଷା ଅଧିକାରୀ ରଜନୀ କାନ୍ତ ସାହୁ ଓ ଗ୍ରାମ ପଞ୍ଚାୟତ ର କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026

You Might Also Like