-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ଜିଲ୍ଲା

ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ଦାବି

28-May-2025



ବଲାଙ୍ଗୀର: ରାଜ୍ୟରେ ସାମ୍ବାଦିକଙ୍କ ଉପରେ ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ବଲାଙ୍ଗୀର ରେ ଜଣେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଅତ୍ୟାଚାର  ସାରା ରାଜ୍ୟରେ ସାମ୍ବାଦିକ ମାନଙ୍କୁ ସ୍ରବ ଧ କରିଦେଇଛି। ଏହାର ପ୍ରତିକାର ପାଇଁ ଓ ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ବ ର ସୁରକ୍ଷା ପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ  ଜିଲ୍ଲାପାଳ ଙ୍କ ଅନୁପସ୍ଥିତିରେ ଡେପୁଟି କଲେକ୍ଟର ପ୍ରମୋଦ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତୁରନ୍ତ ମୁଖ୍ୟ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ତରଫରୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ସଭାପତି ଅଶ୍ୱିନୀ କୁମାର ନାଏକଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମେହେର, ବରିଷ୍ଠ ସଦସ୍ୟ ତଥା ପୂର୍ବ ସଭାପତି ସନ୍ଦୀପ କୁଅଁର, ବିମଳେନ୍ଦୁ ସାହୁ, ଶ୍ୟାମପ୍ରସାଦ ଗୁରୁ, ସୁବାସ ଚନ୍ଦ୍ର ମିଶ୍ର, ଅନ୍ତର୍ଯ୍ୟାମୀ ସାହୁ, ଦେବରାଜ ନାହାକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like