-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ “ପରାକ୍ରମ ଶୋଭାଯାତ୍ରା” – ଜାଗ୍ରତ ଦେଶ ପ୍ରେମୀ ମହିଳାମାନଙ୍କ ଅଭିନବ ଉଦ୍ୟମ:-

28-May-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ଜାଗ୍ରତ ରାଷ୍ଟ୍ରବାଦୀ ମହିଳାମାନଙ୍କ ଉଦ୍ଯମରେ ଆଜି ସକାଳ ୮ଟାରୁ ଏକ ଭବ୍ୟ “ପରାକ୍ରମ ଶୋଭାଯାତ୍ରା” ଅନୁଷ୍ଠିତ ହୋଇଥିଲା। ଏହି ଶୋଭାଯାତ୍ରା ଅପରେସନ ସିନ୍ଦୁରର ଶୌର୍ଯ୍ୟ, ସେନାଶକ୍ତି ଓ ପ୍ରଜାଶକ୍ତିର ଗୌରବକୁ ଉଜାଗର କରିଥିଲା। ଶୋଭାଯାତ୍ରା ସୁରେଶ୍ଵରୀ ମନ୍ଦିର ଠାରୁ ଆରମ୍ଭ ହୋଇ ବିଜୁପଟ୍ଟନାୟକ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଓ ସୋନପୁର ସହରର ବହୁ ସଂଖ୍ୟକ ମହିଳା, ମା, ଭଉଣୀ ଓ ସମ୍ମାନୀତ ଅତିଥିମାନେ ଅଂଶଗ୍ରହଣ କରିଥିଲେ। ଶୋଭାଯାତ୍ରାର ମୁଖ୍ୟ ଆକର୍ଷଣ ଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଉପଜିଲ୍ଲାପାଳ ଶ୍ରୀମତୀ ସୌମ୍ଯରୂପା ରଥ, ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିବର୍ଗ।ତତସହ ଶୋଭାଯାତ୍ରାରେ ଜିଲ୍ଲାର ବିଭିନ୍ନ ସାମାଜିକ, ସାଂସ୍କୃତିକ ତଥା ସେବା ସଂଗଠନର ଶହ ଶହ ମାଁ, ଭଉଣୀ ଅଂଶଗ୍ରହଣ କରି ଦେଶପ୍ରେମ ଓ ସେନାଶକ୍ତି ପ୍ରତି ସମର୍ଥନ ପ୍ରକାଶ କରିଥିଲେ।
ଶୋଭାଯାତ୍ରା ପରେ ମହିଳା ସମନ୍ୱୟ ସମିତି ତରଫରୁ ବିଜୁ ପଟ୍ଟନାୟକ ଛକ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା, ଯାହାର ସଂଯୋଜନା କରିଥିଲେ ଶ୍ରୀମତୀ ଶ୍ରଦ୍ଧାଞ୍ଜଳୀ ମହାପାତ୍ର। ସଭାରେ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ତଥା ବରଗଡ଼ରୁ ଆସିଥିବା ମୁଖ୍ୟ ବକ୍ତା ସୁଶ୍ରୀ ଜୟଶ୍ରୀ ମହାପାତ୍ର, ଅଧିବକ୍ତା ପ୍ରାନ୍ତ ମହିଳା ସମନ୍ୱୟର ସହ ସଂଯୋଜିକା ଓ ଅନ୍ୟମାନେ ଦେଶର ସୁରକ୍ଷା ଓ ପରାକାଷ୍ଠା ଉପରେ ଉଦବୋଧନ ଦେଇଥିଲେ।

କାର୍ଯ୍ୟକ୍ରମରେ ଶ୍ରୀମତୀ ଆରତୀ ଖମାରୀ, ସ୍ମିତାରାଣୀ ମେହେର, ନିରୂପମା ପରଧିଆ, ସୁନନ୍ଦା ସାହୁ, ଶ୍ରଦ୍ଧାଞ୍ଜଳୀ ମିଶ୍ର, ସରୀତା ସାହୁ, ପୁଷ୍ପାଞ୍ଜଳୀ ମଲ୍ଲିକ, ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ, ପୂର୍ଣ୍ଣିମା ଓ ଲକ୍ଷ୍ମୀ ଭଉଣୀ , ଭୁବନେଶ୍ୱର ଭଞ୍ଜ ଭାରତୀ ସଦସ୍ୟା ମାଳତୀ ତ୍ରୀପାଠୀ ତଥା ବିଭିନ୍ନ ଅଞ୍ଚଳ ର  ଅନେକ ମହିଳା କାର୍ଯ୍ୟକର୍ତ୍ତାଙ୍କ ଅଭିନବ ଅଭିଯାନ ଜଣସାଧାରଣଙ୍କ ଭିତରେ ଦେଶପ୍ରେମ ଓ ଜାଗୃତି ଉନ୍ମେଷ କରିଥିଲା।
ଏହି ଅବସରରେ ପର୍ଯ୍ୟଟନରେ ଯାଇ ବଳିଦାନ ହୋଇଥିବା ଅମର ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଓ ସମ୍ମାନ ଜଣାଇବା ସହ ଦେଶପ୍ରତି କୃତଜ୍ଞତା ପ୍ରକାଶ କରାଯାଇଥିଲା। ଜିଲ୍ଲା ମାରୱାଡ଼ି ଯୁବାମଞ୍ଚ ଓ ଟ୍ରକ ଆସୋସିଏସନ୍ ତରଫରୁ ସମସ୍ତ ସହଭାଗୀ ଓ ସାଧାରଣ ଲୋକମାନଙ୍କୁ ଥଣ୍ଡାପାନୀୟ ବିତରଣର ବ୍ୟବସ୍ଥା ହୋଇଥିଲା।ସୋନପୁର ଜନସାଧାରଣ, ପ୍ରଶାସନ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ତଥା ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ବି


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like