-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ଗୋ ସେବା ପାଳନ କେନ୍ଦ୍ର ର ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*-

28-May-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ସହରର କୁଲପଡା ଠାରେ ଗୋପାଳଜୀ ଗୋ ସେବା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗୋ ସେବା ପାଳନ କେନ୍ଦ୍ରର ଶୁଭ ଉଦଘାଟନ ହୋଇଯାଇଛି। ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଉଦଘାଟନ କରିବା ସହ ଟ୍ରଷ୍ଟ ର ଏହି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ। ଗୋ ସୁରକ୍ଷା ଓ ଲାଳନ ପାଳନ ପ୍ରତ୍ୟେକ ନଗରିକଙ୍କ  ଦାୟିତ୍ଵ ଓ କର୍ତ୍ତବ୍ୟ ବୋଲି ମତ ରଖିଥିଲେ। ଏହାର ଭିତ୍ତିଭୂମି ର ବିକାଶ ଓ ସୁ-ପରିଚାଳନା ପାଇଁ ପୌର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ସହଯୋଗ ପାଇଁ ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ। ଟ୍ରଷ୍ଟ ର ସଭାପତି ପବନ କୁମାର ଅଗ୍ରୱାଲ ଙ୍କ ସଂଜଜୋନା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରକନ୍ୟା ମଠ ର ମଠାଧୀଶ ଲବ ଶତପଥୀ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ,  କାର୍ଯ୍ୟ ନିର୍ବାହୀ ଅଧିକାରୀ ଋଷି ମାଝୀ,  ଆରତୀ ଅଗ୍ରୱାଲା, ଟ୍ରଷ୍ଟ କୋଷାଧ୍ୟକ୍ଷ କମଲ ଅଗ୍ରୱାଲ, ମଲ୍ଲିକା ଦେବୀ ଅଗ୍ରୱାଲା, ବରିଷ୍ଠ ନାଗରିକ ଈଂ ଶ୍ୟାମ ସୁନ୍ଦର ଅଗ୍ରୱାଲ, ଚମରା ରାମ ତ୍ରିପାଠୀ, ଭୁବନ ମୋହନ ତ୍ରୀପାଠୀ, ମାରୱାଡି ଯୁବା ମଞ୍ଚ ସଭାପତି ମନୋଜ୍ ଅଗ୍ରୱାଲା, ଅମିତ୍ ଅଗ୍ରୱାଲା, ଫୁଲଚନ ଅଗ୍ରୱାଲା, ସୁରେଶ କମାଣି ପ୍ରମୁଖ ମାରୱାଡ଼ି ଯୁବା ମଞ୍ଚ, ସ୍ବଚ୍ଛ ଭାରତ ସଙ୍ଗଠନ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତା, ବୁଦ୍ଧିଜୀବୀ, ଗଣ ମାଧ୍ୟମର ପ୍ରତିନିଧି ଯୋଗ ଦେଇ ଟ୍ରଷ୍ଟ ପରିଚାଳକ ଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026

You Might Also Like