-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ରାଜ୍ୟ

ସମାଜ ସେବା ମାଧ୍ୟମରେ ମହିଳା, ଶିଶୁ ବିକାଶ : ବଞ୍ଚିବାର ବାଟ ଦେଖାଉଛନ୍ତି ପୁଷ୍ପିତା

22-Jan-2021



ହରଭଙ୍ଗା, (ରତ୍ନାକର ବେହେରା): ଘଟଣାଚକ୍ରରେ ଯେଉଁ ସମାଜସେବାକୁ ସେ ନିଜ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ, ତାହାରି ମାଧ୍ୟମରେ ଶତାଧିକ ମିଳାଙ୍କୁ ବଞ୍ଚିବାର ବାଟ ଦେଖାଇ ପାରିଛନ୍ତି। ଶିଶୁ ଓ ମହିଳାଙ୍କ ବିକାଶ ସହିତ ସ୍ବାବଲମ୍ବୀ ହେବାପାଇଁ ସେମାନଙ୍କୁ ତାଲିମ୍‌ ପ୍ରଦାନ କରୁଛନ୍ତି। ସକଳ ବାଧାବିଘ୍ନ ସତ୍ତ୍ବେ ନିଜ କ୍ଷେତ୍ରରେ ସଫଳ ହୋଇଥିବା ଏହି ମହିଳା ହେଉଛନ୍ତି ବୌଦ୍ଧ ଜିଲ୍ଲା ସରସରା ଗ୍ରାମର ପୁଷ୍ପିତା ପ୍ରଧାନ। ପୁଷ୍ପିତା ହେଉଛନ୍ତି କଟକ ଜିଲ୍ଲା ନରସିଂହପୁର ବ୍ଲକ ପାଞ୍ଚଗୋଛିଆ ଗ୍ରାମର ସ୍ବର୍ଗତ  ଗଙ୍ଗାଧର ପ୍ରଧାନଙ୍କର ଚତୁର୍ଥ କନ୍ୟା ପୁଷ୍ପିତା। ୧୯୯୧ ମସିହାରେ ସେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ଅନ୍ତର୍ଗତ ସରସରା ଗ୍ରାମର ମଙ୍ଗଳ ସାହୁଙ୍କୁ ବିବାହ କରିଥିଲେ। ସ୍ବାମୀଙ୍କର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଥିଲା। କିଛିବର୍ଷର ହସଖୁସି ଜୀବନରେ ହଠାତ୍‌ କଳାବାଦଲ ଢାଙ୍କିଗଲା, ଯେତେବେଳେ ୨୦୦୫ ମସିହା ଅକ୍ଟୋବର ୭ ତାରିଖରେ ସ୍ବାମୀ ମଙ୍ଗଳା ପ୍ରାଣ ହରାଇଲେ। ପୁଷ୍ପିତା ଉପକୂଳର ଝିଅ, ପଶ୍ଚିମ ଓଡ଼ିଶାର ବୋହୂ। ବାପ ଛେଉଣ୍ଡ ୧୨ ବର୍ଷର ଝିଅକୁ ନେଇ ସେ କେମିତି ବାଟ ଚାଲିବେ, ତାଙ୍କ ନିକଟରେ ଏକ ବଡ଼ ଆହ୍ବାନ ଥିଲା। ମାତ୍ର, ସେ ଭାଙ୍ଗି ପଡ଼ିନଥିଲେ। ସ୍ବାମୀଙ୍କ ‌େକତେଜଣ ସାଙ୍ଗଙ୍କ ସହାୟତାରେ ସ୍ବାମୀଙ୍କ ସ୍ବେଚ୍ଛାସେବୀ ସଙ୍ଗଠନ ‘ଲୋକକଳା ବିକାଶ କେନ୍ଦ୍ର’ର ପରିଚାଳନା ଭାର ଗ୍ରହଣ କଲେ। ନିଜର ନିରନ୍ତର ପ୍ରୟାସ ବଳରେ ଏହା ଏବେ ଏକ ଅଗ୍ରଣୀ ସ୍ବେଚ୍ଛ‌ାସେବୀ ସଂଗଠନରେ ପରିଣତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like