-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ, ବୈଦିକ ରୀତିରେ ସରିଲା ପତରପେଣ୍ଡୀ ଓ ନିର୍ବନ୍ଧ କାର୍ଯ୍ୟ       

29-May-2025



      ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଶୀତଳଷଷ୍ଠୀ ଯାତ୍ରା ଅର୍ଥାତ ବିଶେଶ୍ୱର ବାବାଙ୍କ ପତରପେଣ୍ଡୀ ଓ ନିର୍ବନ୍ଧ କାର୍ଯ୍ୟକ୍ରମ ଗତକାଲି ସନ୍ଧ୍ୟାରେ ବୈଦିକ ରୀତିରେ ସମ୍ପନ୍ନ ହୋଇଛି ।ଏହି ଅବସରରେ ବରପକ୍ଷ ତରଫରୁ ଏକ ବିଶାଳ ଶୋଭାଯାତ୍ରା ବାହାରିଥିଲା  । ଏଥିରେ ଶତାଧିକ ଶ୍ରଦ୍ଧାଳୁ ଭକ୍ତ ମାନେ ସାମିଲ ହୋଇ ମାତା ପାର୍ବତୀଙ୍କ ଉପହାର,ସୁସ୍ୱାଦ ମିଠା,ବିଭିନ୍ନ ପ୍ରକାରର ସାମଗ୍ରୀ ଧରି ହରିବଳ,ହୁଳହୁଳି ଧ୍ୱନିରେ ସହର ପରିକ୍ରମା ସାରି ଗୋପାଳଜୀ ମନ୍ଦିରକୁ ପହଞ୍ଚିଥିଲେ।ସେଠାରେ ପୁରୋହିତଙ୍କ ମନ୍ତ୍ରପାଠ ପରେ ପତରପେଣ୍ଡୀ ଓ ନିର୍ବନ୍ଧ କାର୍ଯ୍ୟ ଆଡମ୍ବର ପୂର୍ଣ୍ଣ ଭାବରେ ଆରମ୍ଭ ହୋଇଥିଲା ବିଶେଶ୍ୱର ବାବାଙ୍କ ପିତା ମାତାଙ୍କ ତରଫରୁ ପାର୍ବତୀଙ୍କ ପାଇଁ ଅଳଙ୍କାର ଉପହାର,ନୂଆଁ ବସ୍ତ୍ର,ବିଭିନ୍ନ ପ୍ରକାରର ସାମଗ୍ରୀ ଦିଆଯାଇଥିଲା । କନ୍ୟାପକ୍ଷ ସେହିସବୁ ଉପହାରକୁ ନେଇ ଦେବୀ ପାର୍ବତୀଙ୍କ ଠାରେ ସଜ୍ଜିତ କରିଥିଲେ ।ଜୟ ଜୟ ଧ୍ୱନିରେ ପରିବେଶ ପ୍ରକମ୍ବିତ ହୋଇଥିଲା। ପରେ ବରପକ୍ଷ ପକ୍ଷରୁ ଆସିଥିବା ଭକ୍ତଙ୍କୁ ପ୍ରସାଦ ସେବନରେ ଆପ୍ୟାୟିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like