-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏସପିଙ୍କୁ ଜାନର ଦାବିପତ୍ର

29-May-2025



ନୂଆପଡ଼ା: ବଲାଙ୍ଗୀର ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ଅସାମାଜିକ ଯୁବକଙ୍କ ତାଲିବାନି ବର୍ବରତାରେ ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଓ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ପ୍ରସଙ୍ଗରେ ଜlନ ନୂଆପଡା ଏସପିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି l 
   କିଛି ଦିନ ତଳେ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କୁ କେତେକ ସାମାଜିକ ଯୁବକ ହାତ ଗୋଡ ବାନ୍ଧି ତାଲିବାନି ବର୍ବରତା ସହ କଙ୍ଗାରୁ କୋର୍ଟ ଚଳାଇ ଥିଲେ l ଏହି ଘଟଣାକୁ ନୂଆପଡା ଜିଲ୍ଲା ଜର୍ଣାଳିଷ୍ଟ ଏସୋସିଏସନ(ଜାନ୍) ନିନ୍ଦା କରିଛି l ଅଭିଯୁକ୍ତ କୁ ଗିରଫ ଓ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବl ପାଇଁ ଦାବି କରିଥିଲେ l ପୁଣି ଦିନକୁ ଦିନ ସାମ୍ବାଦିକଙ୍କ ଉପରେ ଆକ୍ରମଣ ବଢୁଛି l ତେଣୁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରିଛନ୍ତି l ଜାନ ସମ୍ପାଦକ ରତନ କେତକିଙ୍କ ନେତୃତ୍ୱରେ ଜାନର ଏକ ଟିମ୍ ନୂଆପଡା ଏସପି ଜିଆର ରାଘବେନ୍ଦ୍ରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ l ଜାନ ପୂର୍ବତନ ସଭାପତି ମାୟାଧର ସରାଫ, ସଂଯୋଜକ ଅଶ୍ୱିନୀ କୁମାର ପାଣିଗ୍ରାହୀ, ପୁରୋହିତ ସୁନାନି, ସଞ୍ଜୀବ କୁମାର ପାଣିଗ୍ରାହୀ, ଚେତୁ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like