-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ମହାନଗର

ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ ୩୦ ପ୍ଲାଟୁନ୍ ଫୋର୍ସ

22-Jan-2021



ଭୁବନେଶ୍ବର (ପ୍ରେରଣା ଖବର): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ୍‌ସ୍ଥଳରେ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ତା’ ସହିତ କାଉଣ୍ଟର ଟେରରିଷ୍ଟ ସ୍କ୍ବାଡ୍(ସିଟିଏସ୍), ସ୍ପେସାଲ ଟାକ୍ଟିକାଲ ୟୁନିଟ୍(ଏସଟିୟୁ), ସ୍ବତନ୍ତ୍ର ତାଲିମପ୍ରାପ୍ତ ଏସଓଜି ଯବାନ, ସାଦା ପୋଷାକଧାରୀ ପୁଲିସ, ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫ୍‌ଟପ୍ ସୁକ୍ୟୁରିଟି, ସାର୍ପ ସୁଟର୍‌ ମୁତୟନ ରହିବେ। ପରେଡ୍‌ସ୍ଥଳର ଚାରିପଟ ଓ ଆଖପାଖ ଅଞ୍ଚଳ ସିସିଟିଭି ନିୟନ୍ତ୍ରଣରେ ରହିବ। ପରେଡ୍‌ସ୍ଥଳ ନିକଟରେ ସିସିଟିଭି ନିୟନ୍ତ୍ରଣ କକ୍ଷ ସ୍ଥାପନ ହେବ। ପରେଡ୍‌ସ୍ଥଳ ଗାନ୍ଧୀମାର୍ଗର ସୁରକ୍ଷା ଏବେଠାରୁ ବଢ଼ାଇ ଦିଆଯାଇଛି। ଆସନ୍ତାକାଲି ରିହରସାଲ୍ ଆରମ୍ଭ ହେବା ସହ କମିସନରେଟ ପୁଲିସର ବରିଷ୍ଠ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିବେ। ସେହିପରି ଟ୍ରାଫିକ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରବୀନ୍ଦ୍ର ମଣ୍ଡପ, ଆଇଜି ପାର୍କ ପଟୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ପରେଡ୍‌ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରି ଦିଆଯିବ। ଜନପଥରେ ଗାଡ଼ି ଚଳାଚଳ ସ୍ବାଭାବିକ ରହିବ। ଏଥର ପରେଡ୍‌ରେ ଅଳ୍ପ ସଂଖ୍ୟକ ଟ୍ରୁପ୍‌ ଭାଗନେବେ। ପୁଲିସ ବ୍ୟାଣ୍ଡ ସହ ୧୮ଟି ଟ୍ରୁପ୍ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like