-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ରାଜନୀତି

କୁମ୍ଭୀର ସଂରକ୍ଷଣ ସମ୍ପର୍କିତ ଚିତ୍ରାଙ୍କନ ପ୍ରତିଯୋଗିତା

29-May-2025



ଅମ୍ବାଭୋନା(ପ୍ରେରଣା ଖବର): ଜଳୀୟ ପରିସ୍ଥାନ ଉପରେ ନିର୍ଭରଶୀଳ କୁମ୍ଭୀର ପ୍ରଜାତିର ସଂରକ୍ଷଣ ନିହାତି ଆବଶ୍ୟକ। ଏହାକୁ ଉପଲବଧି କରି କୁମ୍ଭୀର ସଂରକ୍ଷଣ ନିମନ୍ତେ ଜନ ସଚେତନତା ସୃଷ୍ଟି କରିବାଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ହାଇସ୍କୁଲ ଭୁକ୍ତାରେ ଓଡ଼ିଶା ସରକାରଙ୍କ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ବରଗଡ଼ ବନଖଣ୍ଡ ଅଧିନସ୍ଥ ଭଟଲି ବନାଞ୍ଚଳ ପକ୍ଷରୁ ବ୍ଲକସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କୁମ୍ଭୀର ସଂରକ୍ଷଣ ସଂମ୍ପର୍କରେ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟ ରେ ଭଟଲି ବନାଞ୍ଚଳ ଅଧିକାରୀ ପ୍ରଶାନ୍ତ କୁମାର ଓରାମଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ,ସମ୍ମାନିତ ଅତିଥି ଭାବରେ ମୋହନ ଚରଣ ମହାନ୍ତ,ଇକୋ କ୍ଳବ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଂଜୟ ଖମାରୀ,ଭଟଲି ବନପାଳ ରାଜେନ୍ଦ୍ର ସିଂ, ଅମ୍ବାଭୋନା ବନପାଳ ଲେକୃ ପାଣ୍ଡେ ଯୋଗ ଦେଇ କୁମ୍ଭୀର ସଂରକ୍ଷଣ ନିମନ୍ତେ ଜନ ଜାଗରଣ ସୃଷ୍ଟି କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କୁମ୍ଭୀର ସଂରକ୍ଷଣ ଉପରେ ଆଧାରିତ ଏହି ଚିତ୍ରାଙ୍କନ ପ୍ରତିଯୋଗିତାରେ ବ୍ଲକର ବିଭିନ୍ନ ହାଇସ୍କୁଲର ଛାତ୍ରଛାତ୍ରୀ

ଯୋଗ ଦେଇଥିବା ବେଳେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ବରଗଡ଼ ବନଖଣ୍ଡ ପକ୍ଷରୁ ଏକ ସ୍ଵତନ୍ତ୍ର ଉତ୍ସବରେ ପୁରସ୍କୃତ କରାଯିବ।କାର୍ଯ୍ୟକ୍ରମ ପରିଚାଳନାରେ ବନରକ୍ଷୀ ସୁପ୍ରିୟା ଭୁଏ, ସିଆରସି ସି କେଦାର ନାଏକ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ, ଶିକ୍ଷକ ତପେଶ୍ୱର ପଧାନ, ଶିକ୍ଷକ ବୋଧରାମ ବିଶ୍ବାଳ ଓ ପଦ୍ମଲୋଚନ ବିଶିଙ୍କ ସମେତ ବିଦ୍ୟାଳୟର ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବର ସଦସ୍ୟ ସକ୍ରିୟ ସହଯୋଗ କରିଥିଲେ। ସିଆରସିସି କେଦାର ନାଏକ ସଭାକାର୍ଯ୍ୟ ପରିଚାଳନା କରି ଥିବାବେଳେ ଶିକ୍ଷକ ତପେଶ୍ଵର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like