-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ସରକାରୀ କାର୍ଯ୍ୟକୁ ଦଳୀୟ ପ୍ରଚାର ହିସାବରେ ଉଦଘାଟନ କରୁଛନ୍ତି ବିଧାୟିକା ବର୍ଷା ସିଂବରିହା

29-May-2025



ବରଗଡ/ପଦ୍ମପୁର(ପ୍ରେରଣା ଖବର): ପଦ୍ମପୁର ରାଜପଡା ଠାରେ ସରକାରୀ ଅର୍ଥ ବ୍ୟୟରେ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ନବନିର୍ମିତ ଏକ ଅତ୍ୟାଧୁନିକ ଶବଦାହ ସ୍ମଶାନ ଓ ପଦ୍ମପୁର ବରଗଡ଼ ରାସ୍ତା ରେ ଥିବା ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କର ପ୍ରତିମୂର୍ତ୍ତି ଚାରି ପାର୍ଶ୍ୱରେ ହୋଇଥିବା ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ବିନା କୌଣସି ସରକାରୀ ଅବଗତୀ ବା ଅଧିକାରୀଙ୍କୁ ଜଣାଇ ନିଜ ମନମୁତାବକ ଦଳୀୟ ଏଜେଣ୍ଡା ପାଇଁ ବିଧାୟିକା ବର୍ଷା ସିଂବରିହା ଉଦ୍ଘାଟନ କରିଥିବା ଅଭିଯୋଗ କରିଛନ୍ତି ବିଜ୍ଞାପିତ ଅଞ୍ଚଳ ପରିଷଦ ପଦ୍ମପୁରର ୱାର୍ଡ ନଂ. ୦୨ ର କାଉନସିଲ ଇଂ କୁନାଲ ପାଣିଗ୍ରାହୀ,୦୮ ର ପ୍ରମିଳା ମେହେର,ଓ ୦୯ ର ଚିନ୍ମୟ କୁମାର ପଣ୍ଡା । ତେବେ ଅଭିଯୋଗ ଅନୁଯାୟୀ ସରକାରୀ ଟଙ୍କାରେ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସହର ର ସୌନ୍ଦର୍ଯ୍ୟକରଣ ଓ ଜନ

ହିତ ପାଇଁ ଉଭୟ ପ୍ରକଳ୍ପ ମାନ କରାଯାଇଥିବା ବେଳେ ଏହାର ବିଧିବଦ୍ଧ ଉଦ୍ଘାଟନ ସରକାରୀସ୍ତରରେ ପ୍ରଶାସନ ଦ୍ୱାରା କରା ଯିବା ସହ ଉଦ୍ଘାଟନୀ ଫଳକରେ ପ୍ରକଳ୍ପ ର ଆୟବ୍ୟୟ ସହ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ନିମନ୍ତ୍ରିତ ଅତିଥିଙ୍କ ନାମ ରହିବା କଥା ଏବଂ ନିରପେକ୍ଷ ଭାବରେ ସମସ୍ତଙ୍କ ଉପସ୍ଥିତ ରେ ଉଦ୍ଘାଟନ କରିବାର ନିୟମ ଅଛି। ହେଲେ ଏହି ସମସ୍ତ ନିୟମ କୁ ଖୁଲମ ଖୁଲା ପ୍ରତ୍ୟାଖାନ କରିବା ସହ ସରକାରୀ ପ୍ରକଳ୍ପ ର ଉଦ୍ଘାଟନ ନିଜର ଦଳୀୟ ରାଜନୈତିକ ଉଦ୍ଦେଶ୍ୟରେ କିଛି ଦଳୀୟ କର୍ମୀ ଓ ଦଳୀୟ ସାମର୍ଥିତ କାଉନସିଲର ମାନଙ୍କ ଉପସ୍ଥିତିରେ ନିଜ ନାମ ଫଳକ ସହ ପଦ୍ମପୁର ବିଧାୟିକା ବର୍ଷା ସିଂବରିହା ଉଦ୍ଘାଟନ କରିଥିବା ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି ତିନି କାଉନସିଲର। ତେବେ ଏହି ଘଟଣାର ଉଚ୍ଚିତ ତଦନ୍ତ ସହ ବିହିତ ପଦକ୍ଷେପ ନିଆଯାଉ ଏବଂ ଆଗାମୀ ଦିନରେ ଯେପରି ଏପରି ଘଟଣାର ପୁନରାବୃତ୍ତି ନଘଟୁ ଏହାପ୍ରତି ପ୍ରଶାସନ ଦୃଷ୍ଟି ଦେଉ ବୋଲି ଦାବି ପାରିଛନ୍ତି ତିନି ବିଜେପି କାଉନସିଲ ପ୍ରମିଳା ମେହେର, ଚିନ୍ମୟ କୁମାର ପଣ୍ଡା ଓ ଇଂ. କୁନାଲ ପାଣିଗ୍ରାହୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like