-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଂଚଳରେ କାଳବୈଶାକୀ ବର୍ଷାରେ ଭିଜିଲା ମକା,ଚିନ୍ତାରେ ଚାଷୀ

29-May-2025



ନବରଙ୍ଗପୁର -( ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଲକରେ ଜଳ ସେଚନ ସୁବିଧା ନଥିବା ବେଳେ ଏଠାକାର ଚାଷୀ ମାନେ ନଦୀ ଓ ନାଳର ପାଣି ଉପଯୋଗ କରି ରବି ଚାଷ କରିଥିଲେ।ପ୍ରଶାସନ ପକ୍ଷରୁ ଚାଷୀଙ୍କ ଶସ୍ୟ ସୁରକ୍ଷିତ ରଖିବା ପାଇଁ କୌଣସି ସୁବିଧା କରିନଥିବା ବେଳେ ସ୍ଥାନ ଅଭାବ ଯୋଗୁଁ ଚାଷୀ ମାନେ ଅସୁରକ୍ଷିତ ଭାବେ ଶସ୍ୟ ରଖିଥିବା ବେଳେ ବର୍ଷାରେ ଭିଜିଯାଇ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି।ଚଳିତ ବର୍ଷ କିଛି ଚାଷୀ ରବି ଚାଷରେ ମକା ଚାଷ କରିଥିଲେ।ସ୍ଥାନ ଅଭାବ ଯୋଗୁଁ ଡ଼ାବୁଗାଁ ବ୍ଳକର , ମେଦନା ଓ ଅଞ୍ଚଲା, ଚଚରାଗୁଡା ପଞ୍ଚାୟତର କିଛି ଚାଷୀ ରାସ୍ତା ଉପରେ ମକା ଜମିରୁ ଭାଙ୍ଗି ଶୁଖାଇ ଥିଲେ।କିଛି ଚାଷୀ ମକା ମିଲିଙ୍ଗ କରି ରାସ୍ତା ଉପରେ ଶୁଖାଇ ଥିଲେ।ତେବେ ଆଜି ଦ୍ଵପ୍ରହର ଦୁଇ ଘଣ୍ଟା ସମୟରେ ହଠାତ କାଳବୈଶାକୀ ବର୍ଷା ହୋଇଥିଲା।ଯେଉଁ ଚାଷୀଙ୍କ ନିକଟରେ ପଲିଥିନ ଥିଲା ସେମାନେ ମକାକୁ ଘୋଡାଇ ଥିବା ବେଳେ ଅନ୍ୟ ମାନଙ୍କ ମକା ଖଳା ଆକାଶ ତଳେ ବର୍ଷାରେ ଭିଜି ଯାଇଥିଲା।ପ୍ରାୟ ଚାଷୀଙ୍କ ମକା ବର୍ଷା ଯୋଗୁଁ ଭଜି ଯାଇଥିବା ଅଭିଯୋଗ ହୋଇଛି।ମକା ବର୍ଷାରେ ଭିଜି ଯିବା ପରେ ଗଜା ହେବା ସହ ରଙ୍ଗ ପରିବର୍ତ୍ତନ ହେବା ନେଇ ଚାଷୀ ମାନେ ଆଶଙ୍କା କରୁଛନ୍ତି।ଯଦି ମକା ଗଜା କିମ୍ବା ରଙ୍ଗ ପରିବର୍ତ୍ତନ ହେଲେ ବଜାରରେ ଉଚିତ ମୂଲ୍ୟରେ ବିକ୍ରି ହେବ ନାହିଁ ବୋଲି ଚାଷୀ ମାନେ କହିଛନ୍ତି।ଧାର ଉଧାର କରି ଚାଷ କରିଥିବା ଚାଷୀ ମାନେ ଏବେ ଋଣ କିଭଳି ଶୁଝିବେ ସେନେଇ ଚିନ୍ତାରେ ପଡିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026

You Might Also Like