-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ; ବାହାରିଲେ ୧୦୮ଭରି ସ୍ଵର୍ଣ୍ଣନାଗ ପ୍ରତିମା*

29-May-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୋନପୁରରେ ଆରମ୍ଭ ହେଲା ଶୀତଳ ଷଷ୍ଠୀ ଯାତ୍ରା। ଇଷ୍ଟଦେବ ସୁବର୍ଣ୍ଣମେରୁ ମହାପ୍ରଭୁଙ୍କ ବିବାହ ଉତ୍ସବ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ୩୦ ତାରିଖ ରାତିରେ ମହାପ୍ରଭୁ ସୁବର୍ଣ୍ଣମେରୁ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ଆଜି ସୁବର୍ଣ୍ଣମେରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ବାବା ଚନ୍ଦ୍ରଶେଖରଙ୍କ ୧୦୮ ଭରି ସ୍ୱର୍ଣ୍ଣ ନିର୍ମିତ ନାଗ, ରୂପା ନିର୍ମିତ ଛତ୍ର, ବିମାନ ସହ ଅନ୍ୟାନ୍ୟ ଅଳଙ୍କାର ଏବଂ ମା' ପାର୍ବତୀଙ୍କର ବିମାନ, ଆୟୁଧ ଓ ଅଳଙ୍କାର ଟ୍ରେଜେରିରୁ ବାହାର କରାଯାଇଛି। ଚଳିତ ବର୍ଷ ମା’ପାର୍ବତୀଙ୍କ ମାତାପିତା ଇତିଶ୍ରୀ ଓ ପ୍ରକାଶ ବିଦ୍ୟାଧର ଏବଂ ଚନ୍ଦ୍ରଶେଖର ମହାପ୍ରଭୁଙ୍କ ମାତାପିତା ଜ୍ୟୋତିର୍ମୟୀ ଓ ଶ୍ରୀକାନ୍ତ ମିଶ୍ରଙ୍କ ପରିବାର, ଦେବୋତ୍ତର ଅଧିକାରୀ ଡ.ସୌମ୍ୟରୂପା ରଥ, ଦେବୋତ୍ତର କମିଟି ସଭ୍ୟ ଶ୍ରୀବତ୍ସ ମଲ୍ଲିକ, ଶୀତଳଷଷ୍ଠୀ ଯାତ୍ରା କମିଟିର ସମ୍ପାଦକ ଗିରି ଗୋବର୍ଦ୍ଧନ ଥନାପତି, ସହସମ୍ପାଦକ ଲକ୍ଷ୍ମୀନରାୟଣ ଥନାପତି, ରାମଶଙ୍କର ସାହୁ, ସୁକାନ୍ତ ସାହୁ, ଫକୀର ଥନାପତି, ଅଚ୍ୟୁତ ଥନାପତି, ମାନସ ଥନାପତିଙ୍କ ସହ ସହର ର ଭକ୍ତ ପ୍ରମୁଖ ଟ୍ରେଜେରିକୁ ଯାଇଥିଲେ। ସେଠାରେ ପୂଜାର୍ଚ୍ଚନା ପରେ ମହାପ୍ରଭୁଙ୍କ ଭୂଷଣ ଗୁଡ଼ିକୁ ସ୍ଥାନୀୟ ଚନ୍ଦ୍ରଶେଖର ମନ୍ଦିରକୁ ଅଣାଯାଇଛି। ମନ୍ଦିରରେ ୨୦ କେଜି ଓଜନର ରୂପା ନିର୍ମିତ ବିମାନରେ ସ୍ୱର୍ଣ୍ଣ ନାଗ ପ୍ରତିମା ଅଧୁଷ୍ଠିତ ହୋଇ ପୂଜା ପାଉଛନ୍ତି। ଏହି ବିମାନରେ ପ୍ରଭୁ ଚନ୍ଦ୍ରଶେଖର ବିରାଜିତ ହୋଇ ଶୁକ୍ରବାର ବରଯାତ୍ରୀ ଯିବେ। ୩୧ ତାରିଖରେ କନ୍ୟାପିତାଙ୍କ ଘୋଡାଘାଟପଡା( ହିମାଦ୍ରିନଗର) ସ୍ଥିତ ଘରେ ଶିବପାର୍ବତୀଙ୍କ ଯୁଗଳ ଦର୍ଶନ ଏବଂ ଏପିଲ ୧ ତାରିଖ ସକାଳେ ଶିବପାର୍ବତୀଙ୍କ ସ୍ଵଗୃହ ପ୍ରତ୍ୟାବର୍ତ୍ତନ ଶାଭାଯାତ୍ରା ଅନୁଷ୍ଠିତ ହେବ। ପ୍ରଭୁ ଚନ୍ଦ୍ରଶେଖରଙ୍କ ଏହି ବିବାହ ବରଯାତ୍ରୀରେ ସୋନପୁର ର ଅଷ୍ଟବିଷ୍ଣୁ ଓ ଅଷ୍ଟଶମ୍ଭୁ ମଧ୍ୟ ସାମିଲ ହୋଇଥାନ୍ତି। ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସୋନପୁର ସ‌ହରରେ ଉତ୍ସବର ମାହୋଲ ଆରମ୍ଭ ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like