-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ପରିଷଦ ବୈଠକରେ ଉଠିଲା ଜିଲ୍ଲାର ବିଭିନ୍ନ ସମସ୍ୟା,  ଧାନର କଟ୍‌ନି ଛଟନି କୁ ନେଇ ହୁଳସ୍ତଳ  (ଆସନ୍ତୁ ଶୁଣିବା କଣ କହୁଛନ୍ତି ବଲାଙ୍ଗିର ସାଂସଦ... ?)

22-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)- ଠାରେ ୧ଠମ ଜିଲ୍ଲା ଜିଲ୍ଲା ପରିଷଦ ବୈଠକ ସ୍ଥାନୀୟ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ଜିଲ୍ଲାପାଳ ଚଂଚଲ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ୧୪ ଟି ବ୍ଲକ ରୁ ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟାଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷl, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ,,  ପାଟଣାଗଡ଼ ବିଧାୟକ ସରୋଜ ମେହେର, ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇ ଜିଲ୍ଲାର ପାନୀୟ ଜଳ ସମସ୍ୟା, ଗମାନଗମନ ଓ ଚାଷୀ ଅମଳ ଋତୁରେ କଟନି ସମସ୍ୟା ତଥାଚାଷୀ ମାନଙ୍କ ଉପରେ ମିଲର ମାନଙ୍କ ଶୋଷଣ ନୀତିକୁ ଘୋର ନିନ୍ଦା କରିଥିଲେ । ବର୍ତ୍ତମାନ ଚାଷୀ ଉପରେ ଉଭୟ ପ୍ରଶାସନ  ମିଲର ମାନଙ୍କ ଶୋଷଣ ବଢ଼ି ଚାଲିଛି ।  ଚାଷୀକୁ ତାର ହକ୍ ପ୍ରଦାନ କରିବା ଦିଗରେ ଜିଲ୍ଲା ପ୍ରଶାସନ କୌଣସି ଆଖିଦୃଶିଆ କାମ କରିନlହିଁ ବୋଲି ବୈଠକରେ ସଭ୍ୟ ମାନେ ଅଭିଯୋଗ କରିଥିଲେ । ରିସିପ୍ଟ  ନ ଦେଇ ଚାଷୀଙ୍କ ଠାରୁ କଟନୀ ଚ୍ଛଟନି କୁ ଦୃଢ଼ ନିନ୍ଦା କରିଥିଲେ ବଳ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ l ବେଠକରେ ବିଭିନ୍ନ ଚାଷୀ ପ୍ରସଙ୍ଗକୁ ନେଇ ସରଗରମ ଆଲୋଚନା ହୋଇଥିଲା । ତେବେ ଜିଲ୍ଲାପାଳ ଚାଷୀ ସମସ୍ୟାର ସମାଧାନ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନିଆଯିବାକୁ ପ୍ରତିଶୃତି ଦେଇଛନ୍ତି ।  ଏହି ବୈଠକରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ରାଜନୈତିକ କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like